ମୁକୁଳିଲେ ୧୮ ଭାରତୀୟ

ନୂଆଦିଲ୍ଲୀ,୨୪ା୧୨(ପି.ଟି.)-ନାଇଜେରିଆ ଉପକୂଳ ନିକଟରେ ଏକ ବାଣିଜି୍ୟକ ଜାହାଜରୁ ଡିସେମ୍ବର ୩ରେ ଅପହୃତ ହୋଇଥିବା ୧୮ ଭାରତୀୟଙ୍କୁ ମୁକ୍ତ କରାଯାଇଛି। ଜଳଦସ୍ୟୁମାନେ ହଂକଂ ଜାହାଜକୁ ନିୟନ୍ତ୍ରଣକୁ ନେବା ପରେ ସେଥିରେ ଥିବା ଭାରତୀୟଙ୍କୁ ଅପହରଣ କରିନେଇଥିଲେ। ସେମାନଙ୍କୁ ମୁକ୍ତ କରାଇବାରେ ସହଯୋଗ କରିଥିବା ସମସ୍ତଙ୍କୁ ସେଠାର ଭାରତୀୟ ମିଶନ ଧନ୍ୟବାଦ ଜଣାଇଛି।

Share