ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ଭଞ୍ଜନଗରରେ ରକ୍ତଦାନ ଶିବିର

ଭଞ୍ଜନଗର, ୧୬।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ ଡାକବଙ୍ଗଳା ପରିସରରେ ବୁଧବାର ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିବସ ଅବସରରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।