ମୁଖ୍ୟମନ୍ତ୍ରୀଙ୍କ ରିଲଫ ପାଣ୍ଠିକୁ ୨୫ ହଜାର ସହାୟତା

ବାରିପଦା ଅଫିସ, ୭ା୪- ମହାମାରୀ କରୋନା ମୁକାବିଲା ପାଇଁ ବାରିପଦାର ବାସିନ୍ଦା ତଥା ଓଡ଼ିଶା ପ୍ରଶାସନିକ ସେବାର ଅବସରପ୍ରାପ୍ତ ଅଧିକାରୀ ବୈଦ୍ୟନାଥ କର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫାଣ୍ଡିକୁ ନିଜ ପେନଶନ ରାଶିରୁ ୨୫ ହଜାର ଟଙ୍କା ପ୍ରଦାନ କରିଛନ୍ତି। ମୟୂରଭଞ୍ଜ ଜିଲାପାଳଙ୍କ ପକ୍ଷରୁ ଭାରତୀୟ ପ୍ରଶାସନିକା ସେବାର ଶିକ୍ଷାନବିଶ ଅଧିକାରୀ ଭୁବନେଶ ଦେବୀଦାସ ପାଟିଲ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଚେକ୍‌ ଗ୍ରହଣ କରିଥିଲେ।

Share