Categories: ଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଗୋଟିଏ ମାସର ଦରମା ଦାନ କଲେ ବିବିଏମ୍‌ପି ସଦସ୍ୟ

ବେଙ୍ଗାଲୁରୁ,୮।୮: କର୍ନାଟକରେ ବନ୍ୟା ପରିସ୍ଥିତି ଭୟଙ୍କର ରୂପ ଧାରଣ କରିଥିବା ବେଳେ ଏବେବି ଲକ୍ଷ ଲକ୍ଷ ଲୋକ ଜଳବନ୍ଦୀ ହୋଇ ରହିଛନ୍ତି। ଲକ୍ଷ ଲକ୍ଷ ଲୋକ ରିଲିଫ୍‌ ଶିବିରରେ ରହିଥିବା ବେଳେ ସରକାରଙ୍କ ତରଫରୁ ସେମାନଙ୍କୁ ସମସ୍ତ ସୁବିଧା ଯୋଗାଇ ଦେବାର ବ୍ୟବସ୍ଥା କରାଯାଉଛି। ଏପଟେ ବନ୍ୟା ପରିସ୍ଥିତିକୁ ଦେଖି ବୃହତ ବେଙ୍ଗାଲୁରୁ ମହାନଗର ପାଳିକା(ବିବିଏମ୍‌ପି)ର ସଦସ୍ୟମାନେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପଣ୍ଡକୁ ଗୋଟିଏ ମାସର ଦରମା ଦାନ କରିବାକୁ ସ୍ଥିର କରିଛନ୍ତି।

Share