ସୋନପୁର,୬।୪(ନି.ପ୍ର.): କରୋନା ଭୂତାଣୁ ସଂକ୍ରମଣ ପ୍ରତିରୋଧ ପାଇଁ ସୋନପୁର ବ୍ଳକର ସମସ୍ତ ୧୪ପଞ୍ଚାୟତର ସରପଞ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସେମାନଙ୍କ ୩ ମାସର ଭତ୍ତା/ଦରମା ବାବଦ ୭୮ହଜାର ୯୬୦ଟଙ୍କା ପ୍ରଦାନ କରିଛନ୍ତି। ବିଶିମୁଣ୍ଡା ସରପଞ୍ଚ ମଧୁସୂଦନ ଓତା ସୁବର୍ଣ୍ଣପୁର ପିଡି ଡିଆରଡିଏ ଶରତ ଚନ୍ଦ୍ର ପଣ୍ଡାଙ୍କ ଉପସ୍ଥିତିରେ ଜିଲାପାଳ ମୋନିଷା ବାନାର୍ଜୀଙ୍କୁ ଏହି ଚେକ୍ ପ୍ରଦାନ କରିଛନ୍ତି ।
Posted inଆମ ଜିଲା ଖବର, କରୋନା ଭାଇରସ୍, ସୁବର୍ଣ୍ଣପୁର