ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଦାନ

ଖୋର୍ଦ୍ଧା ଅଫିସ,୧୧ା୪: କରୋନା ମୁକାବିଲା ପାଇଁ ଖୋର୍ଦ୍ଧା ଜିଲା ମିନି ଟ୍ରକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦ହଜାର ଟଙ୍କା ପ୍ରଦାନ କରାଯାଇଛି। ସଂଘର ଆଇନ ପରାମର୍ଶଦାତା ନରେନ୍ଦ୍ର ପୃଷ୍ଟି, କୋଷାଧ୍ୟକ୍ଷ ମାନସ ରଞ୍ଜନ ବୈରୀଗଞ୍ଜନ ପ୍ରମୁଖ ଏସ୍‌ପି ଅଜୟ ପ୍ରତାପ ସ୍ବାଇଁଙ୍କୁ ଏହି ଅର୍ଥ ପ୍ରଦାନ କରିଥିଲେ। ସେହିପରି ସାମାଜିକ କର୍ମୀ ରମେଶ ବଡଜେନା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫୦୦୧ ଟଙ୍କାର ଏକ ଚେକ୍‌ ଏସ୍‌ପିଙ୍କୁ ପ୍ରଦାନ କରିଥିଲେ।

Share