ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସହାୟତା

ଭଦ୍ରକ ଅଫିସ,୬ା୫: ନିଖିଳ ଉତ୍କଳ ଶିକ୍ଷକ ସଂଘ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଭଦ୍ରକ ପକ୍ଷରୁ ୩୧ ହଜାର ଟଙ୍କା ଅତିରିକ୍ତ ଜିଲାପାଳ ଶ୍ୟାମଭକ୍ତ ମିଶ୍ରଙ୍କୁ ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ କୋଭିଡ୍‌ ମୁକାବିଲା ପାଇଁ ଏହି ଟଙ୍କା ପ୍ରଦାନ କରାଯାଇଥିବା କୁହାଯାଇଛି।