Categories: ବାଣିଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଏଆଇବିଓସିର ୧୦ ଲକ୍ଷ

ଭୁବନେଶ୍ୱର,୪-୬: ଫନୀ ପ୍ରଭାବିତଙ୍କୁ ସହାୟତା ଲାଗି ଅଲ୍‌ ଇଣ୍ଡିଆ ବ୍ୟାଙ୍କ ଅଫିସର୍ସ କନଫେଡେରେଶନ (ଏଆଇବିଓସି) ପକ୍ଷରୁ ୧୧ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି। ସେହିଭଳି ସର୍ବଭାରତୀୟ ଷ୍ଟେଟ ବ୍ୟାଙ୍କ ଅଫିସର୍ସ ଫେଡେରେଶନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୧ ଲକ୍ଷ ଟଙ୍କାର ସହାୟତା ରାଶି ଦିଆଯାଇଛି। ମହାସଂଘର ସାଧାରଣ ସମ୍ପାଦକ ସୌମ୍ୟ ଦତ୍ତଙ୍କ ସମେତ ସମ୍ବିତ ମିଶ୍ର, ଦାମୋଦର ନନ୍ଦ, ଅରୁଣ ବିଶୋୟୀ, ସଦିସାଚୀ ସ୍ବାଇଁ ପ୍ରମୁଖ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଚେକ୍‌ ପ୍ରଦାନ କରିଥିଲେ।

Share