ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ,୧୪।୬: ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଓଡ଼ିଶା ଭବନରେ ସାକ୍ଷାତ୍‌ କରିଛନ୍ତି। ଏହି ଅବସରରେ ଓଡ଼ିଶାରେ ଷ୍ଟିଲ ସେକ୍ଟର, ପେଟ୍ରୋକେମିକାଲ୍ସକୁ ନେଇ ପୁଞ୍ଜି ବିନିଯୋଗ ସମ୍ପର୍କରେ ଆଲୋଚନା ହେବ ବୋଲି ଅନୁମାନ କରାଯାଉଛି।

Share