ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଟଙ୍କା ପଠାଇଲେ କୋଟନିଆ ପଡାବାସୀ

ଜୁନାଗଡ,୧ା୫(ଡି.ଏନ୍‌.ଏ)-କୋଭିଡ-୧୯ରେ ପ୍ରଭାବିତ ଲୋକଙ୍କ ସହାୟତା ପାଇଁ କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଚାରବାହାଲ ପଞ୍ଚାୟତ କୋଟନିଆ ପଡାବାସୀ ଆଗେଇ ଆସିଛନ୍ତି। ଏହି ପଡାର ସମସ୍ତ ଲୋକ ନିଜନିଜ ମଧ୍ୟରେ ଚାନ୍ଦା କରି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫାଣ୍ଠିକୁ ଗୁରୁବାର ୭୦୦୭ ଟଙ୍କା ବ୍ୟାଙ୍କ ଜରିଆରେ ପ୍ରେରଣ କରଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ବିରୋଧରେ ବାହାରିଲା ମୁସ୍‌ଲିମ୍‌ ଅଞ୍ଜୁମାନ କମିଟି, ନାରାରେ କମ୍ପୁଛି ଜୟପୁର

ଜୟପୁର,୨୫ା୪: ଜୟପୁର ବ୍ରହ୍ମାସାହି ନିକଟ ମସ୍‌ଜିଦ୍‌ରେ ଶୁକ୍ରବାର ଅବସରେ ନାମଜ ପରେ ନିଷ୍ପତ୍ତି ନିଆଯାଇଥିଲା। ସେହି ନିଷ୍ପତ୍ତି ଅନୁଯାୟୀ ମୁସଲିମ ଅଞ୍ଜୁମାନ କମିଟିର ସଦସ୍ୟମାନେ ଏକ...

ବର୍ଷେ ହେଲା ପମ୍ପ ହାଉସ୍‌ ଅଚଳ: ଝରଣାପାଣି ପିଉଛନ୍ତି ଗ୍ରାମବାସୀ

ସୁନାବେଡା,୨୫ା୪(କୃତ୍ତିବାସ ପ୍ରଧାନ): ସରକାର ବସୁଧା ଯୋଜନାରେ ଗ୍ରାମାଞ୍ଚଳରେ ପାନୀୟ ଜଳର ସୁବିଧା ପାଇଁ ଲକ୍ଷାଧିକ ଟଙ୍କା ଖର୍ଚ୍ଚକରି ପାଣି ଟାଙ୍କି ସହ ପମ୍ପ ହାଉସ କରିଥିଲେ...

ଘନଘନ ବିଦ୍ୟୁତ୍‌ କାଟ, ଜନଜୀବନ ଅସ୍ତବ୍ୟସ୍ତ

ଦାରିଙ୍ଗବାଡି,୨୫।୪(ଅରୁଣ ସାହୁ): ରାଜ୍ୟର ଚାରିଆଡେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରମରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଗତ କିଛିଦିନ ହେଲା ଘନଘନ ବିଦ୍ୟୁତ୍‌ କାଟକୁ...

ହତ୍ୟାକାଣ୍ଡ ରାୟ ପ୍ରକାଶ: ୪ ଜଣଙ୍କୁ ଆଜୀବନ କାରାଦଣ୍ଡ

ଖୋର୍ଦ୍ଧା,୨୫ା୪(ପ୍ରଭାତ ପାଣିଗ୍ରାହୀ): ୧୦ବର୍ଷ ପରେ ଏକ ହତ୍ୟାକାଣ୍ଡ ରାୟ ପ୍ରକାଶ ପାଇଛି। ଏହି ମାମଲାର ବିଚାର କରି ଅତିରିକ୍ତ ଜିଲା ଓ ଦୌରାଜଜ୍‌ (୧ମ) ମଞ୍ଜୁଲତା...

ପହଲଗାମ୍‌ରୁ ସତ୍ୟବାଦୀ ଫେରିଲେ ୮ ପର୍ଯ୍ୟଟକ

ସାକ୍ଷୀଗୋପାଳ,୨୫ା୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଜମ୍ମୁ-କଶ୍ମୀରର ପହଲଗାମ୍‌ ପରିଭ୍ରମଣରେ ଯାଇଥିବା ସତ୍ୟବାଦୀର ୮ ଜଣ ପର୍ଯ୍ୟଟକ ସୁରକ୍ଷିତ ଫେରି ଆସିଛନ୍ତି। ସେମାନେ ହେଲେ ଦୀପକ ଶତପଥୀ,...

ଧାରଣା ବେଳେ ଚାଷୀ ବେହୋସ

ଆନନ୍ଦପୁର,୨୫ା୪(ସୁଶାନ୍ତ କୁମାର ସାହୁ): ଆନନ୍ଦପୁର ପୌରପରିଷଦ ୧ ନଂ ଆଉ ୨ ନଂ ଓ୍ବାର୍ଡର ଚାଷୀମାନେ ଶୁକ୍ରବାର ସକାଳ ୧୦.୩୦ରେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ନିଜର...

ଶିମିଳିପାଳ ଜାତୀୟ ଉଦ୍ୟାନରେ ଅଛନ୍ତି ୪୦ ମହାବଳ, ଆଗାମୀ ୧୦ ବର୍ଷରେ ୧୦୦ ଟାର୍ଗେଟ

ଭୁବନେଶ୍ୱର,୨୫।୪: ମୟୁରଭଞ୍ଜ ଜିଲାର ଶିମିଳିପାଳ ଅଭୟାରଣ୍ୟକୁ ଜାତୀୟ ଉଦ୍ୟାନ ମାନ୍ୟତା ମିଳିବା ପରେ ଆସିଛି ଆଉ ଏକ ଖୁସି ଖବର। ଶୁକ୍ରବାର ବନ୍ୟପ୍ରାଣୀ ପିସିସିଏଫ ପ୍ରେମ...

ପହଲଗାମରେ ଆତଙ୍କବାଦୀ ଆକ୍ରମଣ: ଜାଳିଦେଲେ ଜାତୀୟ ପତାକା

ପଦ୍ମପୁର,୨୫।୪(ପ୍ରଦୀପ୍ତ ଦାଶ):ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ପଦ୍ମପୁର ତରଫରୁ କଶ୍ମୀରର ପହଲଗାମରେ ହେଇଥିବା ଆତଙ୍କବାଦୀ ଆକ୍ରମଣକୁ ଦୃଢ଼ ନିନ୍ଦା କରିବା ସହ ପ୍ରାଣ ହରାଇଥିବା ପର୍ଯ୍ୟଟକଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image