Posted inଜାତୀୟ

ମୁଜଫରନଗରରେ ଘର ଭୁଷୁଡ଼ି ୩ ଶିଶୁ ମୃତ

ମୁଜଫରନଗର,୮।୭: ଉତ୍ତରପ୍ରଦେଶ ମୁଜଫରନଗରର ସିଖେଡା ଗଁ।ରେ ସୋମବାର ଘରର ଛାତ ଭୁଷୁଡ଼ିଯାଇଛି। ଏହି ଦୁର୍ଘଟଣାରେ ୩ଶିଶୁଙ୍କ ମୃତ୍ୟୁ ହୋଇଥିବା ବେଳେ ବାପା ଆହତ ହୋଇଛନ୍ତି। ସହରରେ ମୌସୁମୀ ବର୍ଷା ଲାଗି ରହିଥିବାରୁ ସକାଳେ ଦୁର୍ବଳ ଥିବା ଘରର କାନ୍ଥ ଭାଙ୍ଗିଯିବାରୁ ଏହାର ଛାତ ସେଠାରେ ଶୋଇଥିବା ବାପା ଓ ୩ଶିଶୁଙ୍କ ଉପରେ ପଡ଼ିଯାଇଥିଲା। ସ୍ଥାନୀୟ ଲୋକେ ବହୁ କଷ୍ଟରେ ସେମାନଙ୍କୁ ଉଦ୍ଧାର କରି ଜିଲା ହସ୍ପିଟାଲରେ ଭର୍ତ୍ତି କରିଥିଲେ। ହେଲେ ସେଠାରେ ଡାକ୍ତର ୩ଶିଶୁଙ୍କୁ ମୃତ ଘୋଷଣା କରିଥିଲେ। ଅପରପକ୍ଷରେ ବାପା ଗୁଲସନ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ଏଥିସହ ଘଟଣାସ୍ଥଳରେ ପୋଲିସ ଓ ପ୍ରଶାସନିକ ଅଧିକାରୀ ପହଞ୍ଚି ଘଟଣାର ଅନୁଧ୍ୟାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପହଲଗାମ ଆକ୍ରମଣ ପରେ ଏଲଓସିରେ ଉତ୍ତେଜନା: ପାକିସ୍ତାନର ଗୁଳିମାଡ଼, ଭାରତୀୟ ସେନାର କଡ଼ା ଜବାବ

ନୂଆଦିଲ୍ଲୀ,୨୫।୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ୨୨ ଏପ୍ରିଲ ୨୦୨୫ରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ, ଯେଉଁଥିରେ ୨୬ ଜଣ ପର୍ଯ୍ୟଟକ ଓ ସ୍ଥାନୀୟ ଲୋକଙ୍କ ମୃତ୍ୟୁ...

ଶିମ୍‌ଲା ଚୁକ୍ତି କ’ଣ, ଯାହାକୁ ବାତିଲ୍‌ କଲା ପାକିସ୍ତାନ

ନୂଆଦିଲ୍ଲୀ/ଇସ୍‌ଲାମାବାଦ, ୨୫ା୪:ପହଲଗାମ୍‌ ଆକ୍ରମଣରେ ଜର୍ଜରିତ ଭାରତ ପାକିସ୍ତାନ ସହ କୂଟନୈତିକ ସମ୍ପର୍କ ଛିନ୍ନ କରିବାର ଦିନକ ପରେ ଗୁରୁବାର ଇସ୍‌ଲାମାବାଦ ‘ଯେସାକୁ ତେସା’ ନୀତି ଆପଣାଇ...

Video: ଭାରତର କାର୍ଯ୍ୟନୁଷ୍ଠାନରେ ଭୟଭୀତ ପାକିସ୍ତାନ, ଇସଲାମାବାଦ ଭାରତୀୟ ଉଚ୍ଚାୟୋଗ ବାହାରେ ପ୍ରଦର୍ଶନ

ଇସଲାମାବାଦ, ୨୫।୪: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗ ଜିଲାର ପହଲଗାମ ନିକଟସ୍ଥ ବୈସରନ ଉପତ୍ୟକାରେ ୨୨ ଏପ୍ରିଲ ୨୦୨୫ରେ ଘଟିଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ ପାକିସ୍ତାନର...

ଟି-୨୦ ବଡ଼ କାରନାମା କଲେ ବିରାଟ କୋହଲି: ବାବର ଅଜମଙ୍କୁ ପଛରେ ପକାଇଲେ

ବେଙ୍ଗାଲୁରୁ,୨୫।୪:ଆଇପିଏଲ ୨୦୨୫ର ୪୨ତମ ମ୍ୟାଚ ବେଙ୍ଗାଲୁରୁର ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ RCB...

ସମିତିସଭ୍ୟ ଉପନିର୍ବାଚନ: ଭାଜପା ସମର୍ଥିତ ଶ୍ୟାମସୁନ୍ଦର ବିଜୟୀ

ବେଲଗୁଣ୍ଠା,୨୪ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଧୂମୁଛାଇ ପଞ୍ଚାୟତର ସମିତିସଭ୍ୟ ପଦବୀ ପାଇଁ ବୁଧବାର ଉପନିର୍ବାଚନ ହୋଇଥିଲା। ଗୁରୁବାର ଭୋଟ୍‌ ଗଣତି କରାଯାଇ...

ଜାଲ ସାର୍ଟିଫିକେଟ୍‌ ମାମଲା: ପୁଣି ଖୋଳତାଡ଼ ଆରମ୍ଭ କଲା ସିବିଆଇ

ବଲାଙ୍ଗୀର,୨୪ା୪(ବୀରେନ୍ଦ୍ର କୁମାର ଝାଙ୍କର)-୨୦୨୩ ମସିହାର ଚର୍ଚ୍ଚିତ ଜାଲ ସାର୍ଟିଫିକେଟ୍‌ ମାମଲାର ପୁନଃ ଖୋଲତାଡ ଆରମ୍ଭ କରିଛି ସିବିଆଇ ଟିମ୍‌। ସିବିଆଇର ଏକ ଟିମ୍‌ ବଲାଙ୍ଗୀରରେ ପହଞ୍ଚି...

ପଞ୍ଚାୟତିରାଜ ଅନୁଷ୍ଠାନ ସଶକ୍ତ ହେଲେ ବିକଶିତ ଓଡ଼ିଶା ସମ୍ଭବ

ବରଗଡ,୨୫।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗୁରୁବାର ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି। ବରଗଡ଼ ଗୋରୁ ମାର୍କେଟ ପରିସରରେ ଅନୁଷ୍ଠିତ ଜିଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ କାର୍ଯ୍ୟକ୍ରମରେ...

Pahalgam Terror Attack: ସରକାର ମାନିଲେ ସୁରକ୍ଷାରେ ହୋଇଛି ତ୍ରୁଟି, ରିଜିଜୁ କହିଲେ…

ନୂଆଦିଲ୍ଲୀ,୨୪।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ଦିଲ୍ଲୀରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ସମସ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image