ମେଦବହୁଳତାରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଅଧାଗ୍ଲାସେ…

ଥଣ୍ଡା କ୍ଷୀର ପିଇଲେ ଅନେକ ସୁଫଳ ମିଳିଥାଏ। ଏହା ଦ୍ୱାରା ଗ୍ୟାସ୍‌ଟ୍ରିକ୍‌ ସମସ୍ୟା ଦୂର ହୁଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ଅଛି। ମେଦବହୁଳ ରୋଗୀଙ୍କ ପାଇଁ ଏହା ମହୌଷଧୀ ଭଳି କାମ କରେ। କ୍ଷୀର ପିଇଲେ ମେଦବହୁଳତା ହୋଇଥାଏ ବୋଲି କେତେକ ବିଶ୍ୱାସ କରିଥାନ୍ତି। ତେବେ ପ୍ରତିଦିନ ସକାଳେ ଅଧାଗ୍ଲାସେ ଥଣ୍ଡା କ୍ଷୀର ପିଇଲେ ତଳିପେଟରେ ଚର୍ବି ଜମିବା କମିଥାଏ। ଥଣ୍ଡା କ୍ଷୀରରେ ଥିବା ଆଣ୍ଟି ଅକ୍ସିଡାଣ୍ଟ ଆଣ୍ଟି ଏଜିଂ ଉପାଦାନ ଭାବେ କାର୍ଯ୍ୟ କରେ ବୋଲି ଆୟୁର୍ବେଦରେ ପରାମର୍ଶ ଦିଆଯାଇଛି।

Share