Categories: Video

ମେ ୩ ଯାଏ ଦେଶରେ ବଢିଲା ଲକଡାଉନ୍

କରୋନା ସଂକ୍ରମଣ ଯୋଗୁ ସାରା ଭାରତରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ତେଣୁ ସୁରକ୍ଷା ଦୃଷ୍ଟିରୁ ଲକ୍‌ଡାଉନ୍‌ ସମୟ ସୀମାକୁ ମେ ୩ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଘୋଷଣା କରିଛନ୍ତି।