Categories: ରାଜ୍ୟ

ମେ ୪ରୁ ଗଡ଼ିବନି ବସ୍ : ରାଜ୍ୟ ଘରୋଇ ବସ୍ ମାଲିକ ସଂଘ

ଭୁବନେଶ୍ୱର,୩।୫: ମେ ୪ଠାରୁ ରାଜ୍ୟରେ ବସ୍ ଗଡ଼ିବନି । କରୋନା ପାଇଁ ହୋଇଥିବା ଗ୍ରୀନ୍ କିମ୍ବା ଅରେଞ୍ଜ ଜୋନ୍‌ରେ ବସ୍ ଗଡ଼ିବନି ବୋଲି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ବୈଠକରେ ରବିବାର ନିଷ୍ପତ୍ତି ନିଆଯାଇଛି । କେନ୍ଦ୍ରର ଗାଇଡଲାଇନ୍ ଅନୁସାରେ ବସ୍ ଚଳାଚଳ କରିପାରିବ ନାହିଁ ବୋଲି ବୈଠକ ପରେ ରାଜ୍ୟ ଘରୋଇ ବସ ମାଲିକ ସଂଘ ପକ୍ଷରୁ ସୂଚନା ଦିଆଯାଇଛି।

Share