Categories: ଜାତୀୟ

ମେ’ ୪ରୁ ସିବିଏସ୍‌ଇ ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ,୩୧।୧୨-ମେ’ ୪ରୁ ଆରମ୍ଭ ହେବ ସିବିଏସ୍‌ଇ ବୋର୍ଡ ପରୀକ୍ଷା। ଏ ନେଇ ଗୁରୁବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ଘୋଷଣା କରିଛନ୍ତି। ମାର୍ଚ୍ଚ୧ରୁ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ ହେବ। ଜୁଲାଇ ୧୫ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ। ସେହିପରି ଜୁନ ୧୦ ସୁଦ୍ଧା ପରୀକ୍ଷା ସାରିବାକୁ ଲକ୍ଷ୍ୟ ରଖାଯାଇଥିବା କେନ୍ଦ୍ର ଶିକ୍ଷାମନ୍ତ୍ରୀ ପ୍ରକାଶ କରିଛନ୍ତି।

Share