ମୋଦିଙ୍କୁ ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି

କଲମ୍ବୋ,୨୩।୯: ଶ୍ରୀଲଙ୍କାରେ ରାଷ୍ଟ୍ରପତି ନିର୍ବାଚନରେ ଜିତିଥିବା ଅନୁରା କୁମାରା ଦିସାନାୟକେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ ଭାରତ ସହ କାମ କରିବାକୁ ନିଜର ପ୍ରତିବଦ୍ଧତାକୁ ଦୋହରାଇଛନ୍ତି। ଦସାନାୟକେ କହିଛନ୍ତି ଯେ ଆମେ ଆଞ୍ଚଳିକ ସହଯୋଗ ବୃଦ୍ଧି ଉପରେ କାର୍ଯ୍ୟ କରିବୁ।
ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁରାଙ୍କୁ ନିର୍ବାଚନରେ ଜିତିବା ପାଇଁ ଅଭିନନ୍ଦନ ଜଣାଇଛନ୍ତି। ରାଷ୍ଟ୍ରପତି ନିର୍ବାଚନରେ ତାଙ୍କ ବିଜୟ ପାଇଁ ତାଙ୍କୁ ଅଭିନନ୍ଦନ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ଭାରତର ପଡୋଶୀ ପ୍ରଥମ ନୀତି ଏବଂ ଦୂରଦୃଷ୍ଟି SAGAR ରେ ଶ୍ରୀଲଙ୍କାର ଏକ ବିଶେଷ ସ୍ଥାନ ଅଛି । ଆମ ଲୋକ ତଥା ସମଗ୍ର ଅଞ୍ଚଳର ହିତ ପାଇଁ ଆମର ବହୁମୁଖୀ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ମୁଁ ଆପଣଙ୍କ ସହ ଘନିଷ୍ଠ ଭାବରେ କାର୍ଯ୍ୟ କରିବାକୁ ଅପେକ୍ଷା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତି ନିର୍ବାଚନ ହାରିଗଲେ କ’ଣ କରିବେ ଟ୍ରମ୍ପ? ଏବେ କଲେ ସ୍ପଷ୍ଟ

ଓ୍ବାଶିଂଟନ,୨୩।୯: ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଦିନକୁ ଦିନ ଆକର୍ଷଣୀୟ ହେବାରେ ଲାଗିଛି। ନିର୍ବାଚନ ତାରିଖ ନଭେମ୍ବର ୫ ରଖାଯାଇଛି। ରବିବାର ଏକ ଇଭେଣ୍ଟରେ ରିପବ୍ଲିକାନ ପାର୍ଟି...

କ୍ୱାଡ୍‌ରେ ଚାଇନାକୁ ଟାର୍ଗେଟ

ଓ୍ବିଲ୍‌ମିଙ୍ଗଟନ୍‌,୨୩ା୯: ବିଶ୍ୱର ମଙ୍ଗଳ ପାଇଁ କ୍ୱାଡ୍‌ ଏକ ଶକ୍ତି। ଏହି ମେଣ୍ଟର ବର୍ତ୍ତମାନ ଭଳି ରଣନୀତିକ ଏକତା ପୂର୍ବରୁ କେବେ ଦେଖାଯାଇ ନ ଥିଲା ବୋଲି ଆମେରିକା,...

ମୋଦିଙ୍କୁ ଭୁଲିଗଲେ ବାଇଡେନ୍‌

ଓ୍ବିଲ୍‌ମିଙ୍ଗଟନ୍‌,୨୩।୯ : କ୍ୱାଡ୍‌ ସମ୍ମିଳନୀ ମଞ୍ଚରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ଭୁଲାପଣର ଆଉ ଏକ ଦୃଷ୍ଟାନ୍ତ ଦେଖିବାକୁ ମିଳିଛି। ଡେଲାଓ୍ବାରେଠାରେ ରବିବାର ସକାଳେ ଏକ...

କ୍ୱାଡ୍‌ ସମ୍ମିଳନୀରେ ମୋଦିଙ୍କ ବଡ଼ ସହାୟତା ଘୋଷଣା

ଓ୍ବିଲ୍‌ମିଙ୍ଗଟନ୍‌,୨୨ା୯: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ସର୍ଭିକାଲ କ୍ୟାନ୍‌ସର ମୁକାବିଲାକୁ ସୁଦୃଢ଼ କରିବା ପାଇଁ ଭାରତ ୭.୫ ନିୟୁତ ଡଲାର ଯୋଗାଇଦେବ ବୋଲି ପ୍ରତିଶ୍ରୁତି ଦେଇଛି। ରୋଗର...

ହିଜବୁଲ୍ଲାର ରକେଟ ଆକ୍ରମଣରେ ହାହାକାର ଇସ୍ରାଏଲ

ଜେରୁଜେଲମ,୨୨।୯: ମଧ୍ୟ ପୂର୍ବରେ ଇସ୍ରାଏଲ ଏବଂ ହିଜବୁଲ୍ଲା ମଧ୍ୟରେ ତିକ୍ତତା ଦିନକୁ ଦିନ ବଢିବାରେ ଲାଗିଛି। ରବିବାର ଲେବାନନ ଇସ୍ରାଏଲ ଉପରେ ୧୦୦ରୁ ଅଧିକ କ୍ଷେପଣାସ୍ତ୍ର...

ଏବେ ନ ବୁଝିଲେ ଆମକୁ ବି ଭଲଭାବେ ବୁଝାଇ ଆସେ, କାହିଁକି ହିଜବୁଲ୍ଲାକୁ ଏମିତି କହିଲେ ନେତାନ୍ୟାହୁ

ଜେରୁଜେଲମ,୨୨।୯: ମଧ୍ୟ ପୂର୍ବରେ ଯୁଦ୍ଧ ଆରମ୍ଭ ହୋଇଥିବାରୁ ଏହାକୁ ନେଇ ସମଗ୍ର ବିଶ୍ୱରେ ଚିନ୍ତାର ପରିବେଶ ରହିଛି। ନିକଟରେ, ୩୦୦୦ ପେଜର୍‌ ଏବଂ ଡଜନେ ୱାକି-ଟକି...

ଭାଷଣ ଦେବା ସମୟରେ ଷ୍ଟେଜ ଉପରେ ମୋଦିଙ୍କୁ ଭୁଲିଗଲେ ବାଇଡେନ, ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୨।୯: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ଭୁଲିଯିବା ସମସ୍ୟା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ରିପୋର୍ଟରେ ଦର୍ଶାଯାଇଛି ଯେ ବୟସ ବଢିବା ଏବଂ ସ୍ମୃତି...

ଫ୍ଲାଇଟ୍‌ରେ ଦେଇଥିବା ଖାଦ୍ୟରୁ ବାହାରିଲା ଜୀବନ୍ତ ମୂଷା, ପରେ ହଠାତ୍‌…

ଖାଦ୍ୟରେ ଜୀଅନ୍ତା ମୂଷା ବାହାରିବା ପରେ ଜରୁରୀ କାଳୀନ ଅବତରଣ କଲା ବିମାନ। ଏହା ଅଆପଣଙ୍କୁ ନିହାତି ଆଶ୍ଚର୍ଯ୍ୟ କରିପାରେ। ଏଭଳି ଘଟଣା ଘଟିଛି ଡେନମାର୍କର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri