ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ

କଲମ୍ବୋ,୨୩।୫: ଲୋକ ସଭା ନିର୍ବାଚନରେ ଭାଜପା ବହୁମତ ଆଡକୁ ଆଗେଇ ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସବୁଆଡୁ ଆସୁଛି ଶୁଭେଚ୍ଛାର ବାର୍ତ୍ତା। ଏହି ଅବସରରେ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ରାନିଲ ଓ୍ବିକ୍ରେମାସିଂଘେ ମଧ୍ୟ ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ କରି ଓ୍ବିକ୍ରେମାସିଂଘେ ମୋଦିଙ୍କୁ ତାଙ୍କ ସଫଳତା ନେଇ ଶୁଭେଚ୍ଛା ଜଣାଇଛନ୍ତି।

Share