Categories: ଜାତୀୟ

ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍‌ ବୈଠକ ଶେଷ

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍‌ ବୈଠକ ଶେଷ ହୋଇଛି। ପୂର୍ବାହ୍ନ ୯ଟା ୩୦ରେ ମୋଦିଙ୍କ ୭ କଲ୍ୟାଣ ମାର୍ଗ ସ୍ଥିତ ବାସଭବନରେ ହୋଇଥିବା ଏହି ବୈଠକରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ସମେତ ଅନ୍ୟ କ୍ୟାବିନେଟ୍‌ ସଦସ୍ୟ ଯୋଗଦେଇଥିଲେ। ବୈଠକରେ ଜମ୍ମୁ-କଶ୍ମୀର ସ୍ଥିତି ଉପରେ ଆଲୋଚନା ହୋଇଥିବା କୁହାଯାଉଛି। ଏନେଇ ଅମିତ ଶାହ ସଂସଦରେ ସୂଚନା ଦେବାର ସମ୍ଭାବନା ରହିଛି।

Share