Categories: ଜାତୀୟ

ମୋଦିଙ୍କ ଗସ୍ତ ପୂର୍ବରୁ କୋକ୍ରାଝରରେ ଲୋକେ ଜାଳୁଛନ୍ତି ଦୀପ

କୋକ୍ରାଝର,୬।୨: ବୋଡୋ ସମସ୍ୟାର ବୁଝାମଣା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସାମ ଗସ୍ତ କରୁଛନ୍ତି। ଏନେଇ କୋକ୍ରାଝରରେ ଲୋକେ ବୁଝାମଣା ସଫଳ ହୋଇଥିବାରୁ ଖୁସିରେ ଦୀପ ଜାଳୁଛନ୍ତି। ମୋଦି ଫେବୃୟାରୀ ୭ରେ ଆସାମ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ମୋଦି କୋକ୍ରାଝରରେ ଏକ ଉତ୍ସବରେ ଯୋଗଦେବେ ବୋଲି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Share