Posted inଜାତୀୟ

‘ମୋଦିଙ୍କ ସହ ଆଖି ମିଶାଇବାର ସାହସ ମମତାଙ୍କର ନାହିଁ’

ନୂଆଦିଲ୍ଲୀ, ୩୦।୫: ନରେନ୍ଦ୍ର ମୋଦି ଗୁରୁବାର ପୁଣି ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ମୋଦିଙ୍କ ଶପଥଗ୍ରହଣ ସମାରୋହରେ ଦେଶ ବିଦେଶର ଅନେକ ନେତା, ଶିଳ୍ପପତି ଏବଂ ମୁଖ୍ୟମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। କିନ୍ତୁ ଏହି ଉତ୍ସବରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଯୋଗଦେବେ ନାହିଁ ବୋଲି କହିଛନ୍ତି। ଏନେଇ ଦିଲ୍ଲୀ ଭାଜପା ଅଧ୍ୟକ୍ଷ ମନୋଜ ତିଓ୍ବାରୀ ମମତାଙ୍କୁ କଟାକ୍ଷ କରିଛନ୍ତି। ସେ କହିଛନ୍ତି, ମୋଦିଙ୍କ ସହ ଆଖି ମିଶାଇବାର ସାହସ ମମତାଙ୍କର ନାହିଁ। ଲୋକତନ୍ତ୍ରରେ ମମମଲା ଯେଉଁଭଳି ରକ୍ତର ନଦୀ ବୁହାଇଲେ, ସେ ଏଭଳି ପବିତ୍ର ସ୍ଥାନକୁ ନ ଆସିବା ଉଚିତ୍‌ ହେବ। ଯଦି ମମତା ଆସିଥାନ୍ତେ ତେବେ ସେ ମୋଦି ଏବଂ ଶପଥଗ୍ରହଣ ଉତ୍ସବରେ ଉପସ୍ଥିତି ଲୋକଙ୍କ ଆଗରେ ଆଖି ମିଶାଇ ପାରି ନ ଥାନ୍ତେ। ସୂଚନାଯୋଗ୍ୟ, ମଙ୍ଗଳବାର ରାତିରେ ଶପଥ ଗ୍ରହଣ ଉତ୍ସବକୁ ଯିବା ପାଇଁ ନିମନ୍ତ୍ରଣ ଆସିଛି ଏବଂ ମୁଁ ଯୋଗଦେବାକୁ ଚେଷ୍ଟା କରିବି ବୋଲି କହିଥିଲେ । କିନ୍ତୁ ଦିନକ ପରେ ଏବେ ସେଠାକୁ ଆଦୌ ଯିବେ ନାହିଁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ଜାନୁଆରୀ ୧ ନୁହେଁ ଗାଡ଼ିର ବୈଧ କାଗଜପତ୍ର ଅବଧି…

ଭୁବନେଶ୍ୱର,୨୩।୧୨:  ଗାଡ଼ି ଚାଳକଙ୍କୁ ବଡ଼ ଆଶ୍ବସ୍ତି ଦେଲେ ପରିବହନ ମନ୍ତ୍ରୀ ବିଭୂତି ଜେନା । ମାସେ ସମୟ ଦେଲେ ସରକାର । ଏଣିକି ଗାଡ଼ିର ବୈଧ...

ବରଗଡ଼ ଧନୁଯାତ୍ରା: ସାଂସ୍କୃତିକ ଶୋଭାଯାତ୍ରାରେ ଦୁଲୁକିଲା ବରଗଡ଼

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଯାଜପୁର ରୋଡ଼ ନୂତନ ଏସ୍‌ଡିପି ଶରତ ଚନ୍ଦ୍ର ପାତ୍ର

ଧର୍ମଶାଳା,୨୪।୧୨: ଯାଜପୁର ରୋଡ଼ ନୂତନ ଏସ୍‌ଡିପିଓ ଭାବେ ଶରତ ଚନ୍ଦ୍ର ପାତ୍ର ଯୋଗଦେବେ। ଏ ନେଇ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ଯାଜପୁର ରୋଡ...

‘ଆମେ ଗୋଟିଏରେ ସନ୍ତୁଷ୍ଟ କାହିଁକି?’ଆମେ ବି ୩-୪ ସନ୍ତାନ ପ୍ରସବ କରିବା ଦରକାର, କାହିଁକି ଏମିତି କହିଲେ ନବନୀତ? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ଜନତା ପାର୍ଟିର ନେତା ନବନୀତ ରାଣା କହିଛନ୍ତି ଯେ ହିନ୍ଦୁମାନଙ୍କର ଅତି କମରେ ତିନିରୁ ଚାରିଟି ସନ୍ତାନ ହେବା ଉଚିତ। ସେ କହିଛନ୍ତି...

‘ଗେରୁଆ ପତାକା ଦେଖି ଲାଠି ଚଳାଇଥିଲା ଟିଏମସି’, ମମତାଙ୍କୁ କଡ଼ା ଟାର୍ଗେଟ କଲା ଭାଜପା

କୋଲକାତା,୨୪।୧୨: ୨୪ ଡିସେମ୍ବର, ୨୦୨୫ରେ ଭାଜପା ମୁଖପାତ୍ର ପ୍ରଦୀପ ଭଣ୍ଡାରୀ ନୂଆଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ସେ ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାରକୁ...

JDUରୁ ନିଶାନ୍ତ ହେବେ ପରବର୍ତ୍ତି ମୁଖ୍ୟମନ୍ତ୍ରୀ? ଏହି ଚର୍ଚ୍ଚା ଭିତରେ RJD କଲା ଚମକାଇବା ଭଳି ଦାବି

ପାଟନା,୨୪।୧୨: ନିକଟରେ, ୨୦୨୫ ବିହାର ବିଧାନସଭା ନିର୍ବାଚନ ପରେ, ନୀତୀଶ କୁମାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ। ଏହି ବୈଠକକୁ...

‘ନିର୍ବାଚନ ଅଟକାଇବା ପାଇଁ କରାଯାଇଛି ହତ୍ୟା’, ୟୁନୁସ ସରକାରଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଲେ ହାଦିଙ୍କ ଭାଇ

ଢାକା,୨୪।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ହତ୍ୟା ପରେ ବାଂଲାଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ଢାକାରେ ହାଦିଙ୍କ ମୁଣ୍ଡରେ ଗୁଳି ମାଡ଼ ହୋଇଥିଲା,...

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri