Categories: ଜାତୀୟ

ମୋଦି-ଶାହ ଯୋଡ଼ି ପୁଣି ସଫଳ: ବାଉନ୍ସରରେ ପ୍ରତିପକ୍ଷ ବୋଲ୍ଡ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ପୁଣିଥରେ ପ୍ରଧାନମନ୍ତୀ ନରେନ୍ଦ୍ର ମୋଦି ଏବଂ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଯୋଡି ସଫଳ ହୋଇଛି। ମୋଦି ଏବଂ ଶାହଙ୍କ କୂଟନୀତି ବାଉନ୍ସର ବଲ ଆଗରେ ପ୍ରତିପକ୍ଷ ବୋଲ୍ଡ ହୋଇଯାଇଛନ୍ତି। କଂଗ୍ରେସ ବହୁ ପଛରେ ପଡ଼ିଥିବାବେଳେ କିଙ୍ଗ୍‌ମେକର କେବଳ ନାମକୁ ମାତ୍ର ରହିଛନ୍ତି। ଚଳିତ ନିର୍ବାଚନରେ ମୋଦି ଲହର ସୁନାମୀ ରୂପ ନେଇଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।

Share