ମୋହନାରେ ଜିତିଲା କଂଗ୍ରେସ

ମୋହନା,୨୪।୫(ଡି.ଏନ୍‌.ଏ.)- ଗଜପତି ଜିଲା ମୋହନା ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ପ୍ରାର୍ଥୀ ଦାଶରଥୀ ଗମାଙ୍ଗ ୫୩,୭୦୫ ଭୋଟ ପାଇ ବିଜୟୀ ହୋଇଛନ୍ତି। ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡି ପ୍ରାର୍ଥିନୀ ପୂର୍ଣ୍ଣବାସୀ ନାୟକ ୫୧,୩୫୧ ଭୋଟ ପାଇଛନ୍ତି। ସେହିପରି ତୃତୀୟ ସ୍ଥାନରେ ଭାଜପା ପ୍ରାର୍ଥୀ ପ୍ରଶାନ୍ତ କୁମାର ମଲ୍ଲିକ ୪୬,୧୭୬ ଖଣ୍ଡ ଭୋଟ ପାଇଛନ୍ତି।

Share