ଯବାନଙ୍କ ପାଇଁ ରାଖୀ ପଠାଇଲେ ଛାତ୍ରୀଛାତ୍ର

ବାଲେଶ୍ୱର ଅଫିସ,୧୫।୮-ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର କ୍ୟାମ୍ପସ ଛାତ୍ର କଂଗ୍ରେସ କମିଟି ପକ୍ଷରୁ ଦେଶର ସୁରକ୍ଷା ଦାୟିତ୍ୱରେ ଥିବା ଯବାନଙ୍କ ପାଇଁ ରାଖୀ ପଠାଇବା ଲାଗି ‘ରାଖୀ ଫର ଯବାନ’ କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି। ଗତ ୮ ତାରିଖରୁ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମ ଜରିଆରେ ବୁଧବାର ସୁଦ୍ଧା ଯବାନମାନଙ୍କ ଲାଗି ୫ଶହରୁ ଅଧିକ ରାଖୀ ସଂଗ୍ରହ କରାଯାଇଛି। ଯବାନଙ୍କ ନିକଟକୁ ରାଖୀ ପଠାଇବା ସକାଶେ ଛାତ୍ରୀମାନଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ପରିଲକ୍ଷିତ ହୋଇଥିଲା। କ୍ୟାମ୍ପସ ଛାତ୍ର କଂଗ୍ରେସ କମିଟି ପକ୍ଷରୁ ସଂଗୃହୀତ ରାଖୀକୁ ଡାକ ମାଧ୍ୟମରେ ପ୍ରେରଣ କରାଯିବା ବ୍ୟବସ୍ଥା ହୋଇଥିବା ଜିଲା ଛାତ୍ର କଂଗ୍ରେସ ସଭାପତି ଜ୍ଞାନେନ୍ଦ୍ର ମହାନ୍ତି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଘନଘନ ବିଦ୍ୟୁତ୍‌ କାଟ, ଜନଜୀବନ ଅସ୍ତବ୍ୟସ୍ତ

ଦାରିଙ୍ଗବାଡି,୨୫।୪(ଅରୁଣ ସାହୁ): ରାଜ୍ୟର ଚାରିଆଡେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରମରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଗତ କିଛିଦିନ ହେଲା ଘନଘନ ବିଦ୍ୟୁତ୍‌ କାଟକୁ...

ହତ୍ୟାକାଣ୍ଡ ରାୟ ପ୍ରକାଶ: ୪ ଜଣଙ୍କୁ ଆଜୀବନ କାରାଦଣ୍ଡ

ଖୋର୍ଦ୍ଧା,୨୫ା୪(ପ୍ରଭାତ ପାଣିଗ୍ରାହୀ): ୧୦ବର୍ଷ ପରେ ଏକ ହତ୍ୟାକାଣ୍ଡ ରାୟ ପ୍ରକାଶ ପାଇଛି। ଏହି ମାମଲାର ବିଚାର କରି ଅତିରିକ୍ତ ଜିଲା ଓ ଦୌରାଜଜ୍‌ (୧ମ) ମଞ୍ଜୁଲତା...

ପହଲଗାମ୍‌ରୁ ସତ୍ୟବାଦୀ ଫେରିଲେ ୮ ପର୍ଯ୍ୟଟକ

ସାକ୍ଷୀଗୋପାଳ,୨୫ା୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଜମ୍ମୁ-କଶ୍ମୀରର ପହଲଗାମ୍‌ ପରିଭ୍ରମଣରେ ଯାଇଥିବା ସତ୍ୟବାଦୀର ୮ ଜଣ ପର୍ଯ୍ୟଟକ ସୁରକ୍ଷିତ ଫେରି ଆସିଛନ୍ତି। ସେମାନେ ହେଲେ ଦୀପକ ଶତପଥୀ,...

ଧାରଣା ବେଳେ ଚାଷୀ ବେହୋସ

ଆନନ୍ଦପୁର,୨୫ା୪(ସୁଶାନ୍ତ କୁମାର ସାହୁ): ଆନନ୍ଦପୁର ପୌରପରିଷଦ ୧ ନଂ ଆଉ ୨ ନଂ ଓ୍ବାର୍ଡର ଚାଷୀମାନେ ଶୁକ୍ରବାର ସକାଳ ୧୦.୩୦ରେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ନିଜର...

ଶିମିଳିପାଳ ଜାତୀୟ ଉଦ୍ୟାନରେ ଅଛନ୍ତି ୪୦ ମହାବଳ, ଆଗାମୀ ୧୦ ବର୍ଷରେ ୧୦୦ ଟାର୍ଗେଟ

ଭୁବନେଶ୍ୱର,୨୫।୪: ମୟୁରଭଞ୍ଜ ଜିଲାର ଶିମିଳିପାଳ ଅଭୟାରଣ୍ୟକୁ ଜାତୀୟ ଉଦ୍ୟାନ ମାନ୍ୟତା ମିଳିବା ପରେ ଆସିଛି ଆଉ ଏକ ଖୁସି ଖବର। ଶୁକ୍ରବାର ବନ୍ୟପ୍ରାଣୀ ପିସିସିଏଫ ପ୍ରେମ...

ପହଲଗାମରେ ଆତଙ୍କବାଦୀ ଆକ୍ରମଣ: ଜାଳିଦେଲେ ଜାତୀୟ ପତାକା

ପଦ୍ମପୁର,୨୫।୪(ପ୍ରଦୀପ୍ତ ଦାଶ):ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ପଦ୍ମପୁର ତରଫରୁ କଶ୍ମୀରର ପହଲଗାମରେ ହେଇଥିବା ଆତଙ୍କବାଦୀ ଆକ୍ରମଣକୁ ଦୃଢ଼ ନିନ୍ଦା କରିବା ସହ ପ୍ରାଣ ହରାଇଥିବା ପର୍ଯ୍ୟଟକଙ୍କୁ...

ନବ ଦାସ ହତ୍ୟା ଘଟଣା: ଗୋପାଳଙ୍କ ପୂର୍ବ କଲ୍‌ ହିଷ୍ଟ୍ରି ଖୋଲିଲା କ୍ରାଇମବ୍ରାଞ୍ଚ

ବ୍ରହ୍ମପୁର,୨୫ା୪(ସୁବାସ ଚନ୍ଦ୍ର ପାଢ଼ୀ):ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଗୋପାଳ ଦାସଙ୍କ ପୁରୁଣା କଲ୍‌ ଡିଟେଲ ଖୋଲିଛି କ୍ରାଇମବ୍ରାଞ୍ଚ। ବୈଦ୍ୟନାଥପୁର ଥାନାରେ କ୍ରାଇମବ୍ରାଞ୍ଚର ତିନି...

ଗାଁ ଝାଙ୍କର, ପୂଜାରୀଙ୍କୁ ଆଦିବାସୀ ସଂଘର ସମ୍ବର୍ଦ୍ଧନା

କର୍ଲାମୁଣ୍ଡା,୨୫ା୪(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଗାଁରେ ଆଦିବାସୀ ସଂଘ ପକ୍ଷରୁ ଜନସମ୍ପର୍କ ଯାତ୍ରା ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଂଘ ସଭାପତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image