ଯାଜପୁର ବିଧାୟକ ପ୍ରଣବଙ୍କୁ ନୂଆ ଦାୟିତ୍ୱ: ହେଲେ ବିଜେଡିର ସାଙ୍ଗଠନିକ ସମ୍ପାଦକ

ଭୁବନେଶ୍ୱର,୫।୩(ବ୍ୟୁରୋ): ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କୁ ନୂଆ ଦାୟିତ୍ୱ ମିଳିଛି। ଗୁରୁବାର ବିଜେଡିର ସାଙ୍ଗଠନିକ ସମ୍ପାଦକ ଭାବେ ପ୍ରଣବଙ୍କୁ ଦାୟିତ୍ୱ ମିଳିଛି। ସେ ଏବେ ଦଳର ସମସ୍ତ ପ୍ରକାର ସାଙ୍ଗଠନିକ ଦାୟିତ୍ୱ ବୁଝିବେ ବୋଲି ସୂଚନା ମିଳିଛି।

Share