ଯୌତୁକ ଜନିତ ମହିଳାଙ୍କୁ ହତ୍ୟା ଅଭିଯୋଗ: ସ୍ବାମୀ ଅଟକ

ହାଟଡିହୀ,୧୭।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ଥାନା ଅଧୀନ ଖଳାଗଡିଆ ଗ୍ରାମର ଜଣେ ମହିଳାଙ୍କୁ ଯୌତୁକ ପାଇଁ ବିଷଦେଇ ହତ୍ୟା କରାଯାଇଥିବା ଗୁରୁବାର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପାଇ ପୋଲିସ ଓ ଆନନ୍ଦପୁର ଡିଏସ୍‌ପି ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମହିଳାଙ୍କ ସ୍ବାମୀଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହର ୮ ବର୍ଷ ପରେ ବାପା ହେଲେ ଜାହିର ଖାନ: ସନ୍ତାନର ନାଁ ରଖିଲେ…

ମୁମ୍ବାଇ,୧୬।୪: ଚକ ଦେ ଇଣ୍ଡିଆ ଅଭିନେତ୍ରୀ ସାଗରିକା ଘାଟଗେ ଏବଂ ପୂର୍ବତନ ଭାରତୀୟ କ୍ରିକେଟର ଜାହିର ଖାନ ପ୍ରଥମ ସନ୍ତାନକୁ ସ୍ବାଗତ କରିଛନ୍ତି। ଏହି ଦମ୍ପତି...

କୋଇଲା ବୋଝେଇ ଟ୍ରେନ୍‌ରେ ଲାଗିଲା ନିଆଁ

ସୋର,୧୬।୪: ବାଲେଶ୍ୱର ଜିଲା ସୋର ନିକଟରେ ଏକ କୋଇଲା ବୋଝେଇ ଟ୍ରେଟ୍‌ରେ ଅଗ୍ନିକାଣ୍ଡ ଘଟିଛି। ସୋର ଷ୍ଟେସନ ନିକଟରେ ୨ଟି ବଗିରେ ନିଆଁ ଲଗିଥିବା ଦେଖିବାକୁ...

ଡାକ୍ତରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ଲକ୍ଷାଧିକ ଟଙ୍କା ଜବତ

ଭବାନୀପାଟଣା,୧୬।୪(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ସ୍ତ୍ରୀ ଓ ପ୍ରସୂତି(ଗାଇନିକ) ବିଭାଗର ଡାକ୍ତର ତପନ କୁମାର ତ୍ରିପାଠୀଙ୍କ ଘରେ ବୁଧବାର...

ଘରୁ ବାହାରିଲେ ପାଦେପାଦେ ବିପଦ: ଏଣିକି  ନିଜ ଲଢ଼େଇ ନିଜର, ତାଲିମ ନେବାକୁ ଅଧ୍ୟକ୍ଷ ଦେଲେ ଆହ୍ବାନ 

ଭଞ୍ଜନଗର,୧୬।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ରଭଞ୍ଜ ମହାବିଦ୍ୟାଳୟରେ ବୁଧବାର ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଘାଟିତ ହୋଇଛି। ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ...

Watch Video:ମ୍ୟାଚ୍‌ ବିଜୟ ପରେ ବି ଥରୁଥିଲେ ପଞ୍ଜାବ ମାଲିକାଣୀ: କୋଚ୍‌ଙ୍କୁ କହିଲେ, ମୋତେ ଦେଖ…

ଚଣ୍ଡିଗଡ,୧୬।୪: ଏକ ରୋମାଞ୍ଚକ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ୧୬ ରନରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ପରାସ୍ତ କରିଛି। ପଞ୍ଜାବ ପକ୍ଷରୁ ୧୧୨ ରନର ବିଜୟ...

ଏଣିକି ସ୍କୁଲରେ ମୋବାଇଲ୍‌ ମନା: ଜାଣନ୍ତୁ କ’ଣ ରହିଛି କାରଣ

ଡେନମାର୍କ,୧୬।୪: ପିଲାମାନଙ୍କ ଭବିଷ୍ୟତ ଏବଂ ମାନସିକ ସ୍ବାସ୍ଥ୍ୟକୁ ଧ୍ୟାନରେ ରଖି, ଡେନମାର୍କ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ଦେଶର ସରକାର...

କୁଟାରିକୁ ଲହୁଲୁହାଣ କଲା କୁକୁର: ଉଦ୍ଧାର କଲା ବନବିଭାଗ

ପାଟଣା ୧୬/୪(ବୀରକିଶୋର ଦାଶ ):କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡା ସେକ୍ସନ ରାଇଡିହା ବିଟ ରାଇଡିହା ଗ୍ରାମରୁ ବୁଧବାର ସକାଳୁ ଏକ ଆହତ କୁଟାରିକୁ ବନ...

ନିର୍ବାଚନ ପୂର୍ବରୁ ସ୍ବାୟତ୍ତତା ଉଦ୍ୟମ: ଉଚ୍ଚସ୍ତରୀୟ କମିଟି ଗଢ଼ିଲେ ଷ୍ଟାଲିନ୍‌

ଚେନ୍ନାଇ,୧୬।୪:ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଏମ୍‌. କରୁଣାନିଧି କେନ୍ଦ୍ର-ରାଜ୍ୟ ସମ୍ପର୍କର ଅନୁଧ୍ୟାନ ପାଇଁ ଏକ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ପୂର୍ବରୁ ପି.ଭି. ରାଜମାନ୍ନାର କମିଟି ଗଠନ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image