ଯୌତୁକ ଜନିତ ମହିଳାଙ୍କୁ ହତ୍ୟା ଅଭିଯୋଗ: ସ୍ବାମୀ ଅଟକ

ହାଟଡିହୀ,୧୭।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ଥାନା ଅଧୀନ ଖଳାଗଡିଆ ଗ୍ରାମର ଜଣେ ମହିଳାଙ୍କୁ ଯୌତୁକ ପାଇଁ ବିଷଦେଇ ହତ୍ୟା କରାଯାଇଥିବା ଗୁରୁବାର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପାଇ ପୋଲିସ ଓ ଆନନ୍ଦପୁର ଡିଏସ୍‌ପି ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମହିଳାଙ୍କ ସ୍ବାମୀଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଥିବା ଜଣାପଡ଼ିଛି।

Share