Categories: ଜାତୀୟ

ରଜପର୍ବ ଅବସରରେ ଓଡ଼ିଶାବାସୀଙ୍କୁ ଶୁଭକାମନା ଜଣାଇଲେ ମୋଦି

ନୂଆଦିଲ୍ଲୀ, ୧୪।୬: ରଜପର୍ବ ଅବସରରେ ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭକାମନା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି ଯେ, ରଜ ପର୍ବ ସମାଜରେ ଆନନ୍ଦ ଓ ଭାତୃତ୍ୱ ଭାବନାକୁ ସୁଦୃଢ଼ କରୁ। ଏହା ସହିତ ସେ ରାଜ୍ୟବାସୀଙ୍କ ଉତ୍ତମ ସ୍ବାସ୍ଥ୍ୟ ଓ ଉତ୍ତୋରତ୍ତର ଉନ୍ନତି କାମନା କରିଛନ୍ତି।

Share