ରଥଯାତ୍ରାକୁ ନେଇ ଗଜପତିଙ୍କ ସହ ଆଲୋଚନା କଲେ ଦଇତାପତି

ପୁରୀ ଅଫିସ, ୨।୫: କରୋନା ପାଇଁ ଚଳିତ ବର୍ଷ ରଥଯାତ୍ରା ହେବ କି ନାହିଁ ସେ ନେଇ ଅନିଶ୍ଚିତତା ଲାଗି ରହିଛି। ଅକ୍ଷୟ ତୃତୀୟାରେ ଶ୍ରୀମନ୍ଦିର ଭିତରେ ରଥ ନିର୍ମାଣର ଅନୁକୂଳ ହୋଇଥିଲେ ମଧ୍ୟ କାମ ଆରମ୍ଭ ହୋଇ ନାହିଁ। ରଥଯାତ୍ରାକୁ ନେଇ ଏମିତି ଆଶଙ୍କା ଲାଗି ରହିଥିବା ବେଳେ ଶୁକ୍ରବାର ରାତିରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ସହ ଦଇତାପତି ସେବକ ଆଲୋଚନା କରିଛନ୍ତି। ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ହୋଇଥିବା ଏହି ଆଲୋଚନାରେ ଦଇତାପତିମାନେ ରଥଯାତ୍ରା ଆୟୋଜନ କରିବା ଲାଗି ଗଜପତି ମହାରାଜାଙ୍କୁ ଅନୁରୋଧ କରିଛନ୍ତି। ରଥଟଣା ଭିତରେ ରଥଯାତ୍ରା ହେବା ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା ଗ୍ରହଣ କରାଯାଉ। ଶଙ୍କରାଚାର୍ଯ୍ୟ ଓ ଗଜପତି ମହାରାଜା ରାଜ୍ୟ ସରକାରଙ୍କ ସହ ଆଲୋଚନା କରି ଏହାର ସମାଧାନ ବାଟ ବାହାର କରନ୍ତୁ ବୋଲି ଅନୁରୋଧ କରିଛନ୍ତି। ଯେହେତୁ ପୁରୀ ଗ୍ରୀନ୍‌ ଜୋନ୍‌ରେ ରହିଛି ତେଣୁ ରଥଯାତ୍ରା ଆୟୋଜୋନ କରାଯାଇପାରିବ ବୋଲି ସେବକମାନେ ପ୍ରସ୍ତାବ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିଏମ୍‌ ସୂର୍ଯ୍ୟଘର ପାଇଁ ସହାୟତା ଦେବେ ରାଜ୍ୟ ସରକାର

ଭୁବନେଶ୍ୱର,୧୩ା୧୧(ଅନିଲ ଦାସ):ରାଜ୍ୟର ବିଦ୍ୟୁତ ଉପଭୋକ୍ତା ଅଧିକାର ନିୟମ ୨୦୨୦କୁ ଓଡ଼ିଶା ସକ୍ରିୟ ଭାବେ କାର୍ଯ୍ୟକାରୀ କରୁଛି। ପିଏମ୍‌ ସୂର୍ଯ୍ୟଘର ଯୋଜନାକୁ ଅଧିକ ଆକର୍ଷିତ କରିବାକୁ ଓଡ଼ିଶା...

ଭାଗୀରଥି ମାଣ୍ଡାଙ୍ଗି ହତ୍ୟା ମାମଲା: ଭାସ୍କର ରାଓଙ୍କ ନାଁରେ ଏନ୍‌ବିଡବ୍ଲ୍ୟୁ

ରାୟଗଡ଼ା,୧୩।୧୧(ଆଶିଷ ରଞ୍ଜନ ପଣ୍ଡା):ରାୟଗଡ଼ା ଏସ୍‌ଡିଜେଏମ୍‌ ବର୍ଷା ଦାଶ ଆଦିବାସୀ ନେତା ଭାଗୀରଥି ମାଣ୍ଡାଙ୍ଗି ହତ୍ୟା ମାମଲାର ଶୁଣାଣିକରି ମଙ୍ଗଳବାର ବିଜେଡି ନେତା ଏନ୍‌. ଭାସ୍କର ରାଓଙ୍କ...

୧୬ ପରେ ବଢ଼ିପାରେ ଶୀତ: ୩ ଦିନ ପର୍ଯ୍ୟନ୍ତ ଶୁଖିଲା ରହିବ ପାଗ

ଭୁବନେଶ୍ୱର,୧୩ା୧୧(ଅନୁରାଧା ମହାରଣା):ରାଜ୍ୟରେ ବର୍ତ୍ତମାନ କୌଣସି ନିର୍ଦ୍ଦିଷ୍ଟ ପାଣିପାଗ ନିୟାମକ ସକ୍ରିୟ ନ ଥିବାବେଳେ ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହୁଛି। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ...

ମୃତ ୩୦ ଚାଷୀଙ୍କ ନାମରେ କୃଷି ଋଣ:ତଦନ୍ତ ନିର୍ଦ୍ଦେଶ ଦେଲେ ଆର୍‌ସିଏସ୍‌

ଯାଜପୁର,୧୩ା୧୧(ହର୍ଷବର୍ଦ୍ଧନ ବେହେରା):ରାଜ୍ୟର ନିରୀହ ଗରିବ କୃଷକଙ୍କ କୃଷି ଋଣ ଆକାଉଣ୍ଟକୁ ଜାଲିଆତି କରି ସେମାନଙ୍କୁ ହଇରାଣ କରାଯାଉଥିବା ପୂର୍ବରୁ ଅନେକ ଅଭିଯୋଗ ରହିଛି। ଏହି କ୍ରମରେ...

ଆଜି ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌: ୬ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର, ୧୩ା୧୧(ସୁନିତ୍‌ ମିଶ୍ର):ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ବୁଧବାର ଅପରାହ୍ନ ୪ଟା ସମୟରେ ଲୋକସେବା ଭବନର ୩ୟ ମହଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହେବ।...

Featured Video Play Icon

ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣୀ, ଲାଞ୍ଚ ନେବାବେଳେ ମାଡ଼ି ବସିଲା…

ଭୁବନେଶ୍ୱର, ୧୨/୧୧: ଖୋର୍ଦ୍ଧା ବ୍ଲକ ଶିକ୍ଷାଧିକାରୀ(ବିଇଓ)ଙ୍କ କାର୍ୟ୍ୟାଳୟରେ କାର୍ୟ୍ୟରତ କନିଷ୍ଠ କିରାଣୀ ପ୍ରଦୀପ୍ତ କୁମାର ସାହୁ ଭିଜିଲାନ୍ସ ବିଭାଗ ଦ୍ବାରା ଗିରଫ ହୋଇଛନ୍ତି। ୬ହଜାର ଟଙ୍କା...

ମାଓବାଦୀ ଭୟ: ୨୧ବର୍ଷ ପରେ ଗାଁକୁ ଫେରିଲେ ଲୋକେ

ମାଲକାନଗିରି,୧୨ା୧୧(ଦୁର୍ଯ୍ୟୋଧନ ପାତ୍ର)-ମାଓବାଦୀ ଭୟ ଯୋଗୁ ୨୦୦୩ରୁ ନିଜ ଗାଁ ଦେଖି ନ ଥିବା ଲୋକେ ମଙ୍ଗଳବାର ଗାଁକୁ ଫେରିଛନ୍ତି। ଏଭଳି ଦେଖିବାକୁ ମଳିଛି ଛତିଶଗଡ଼ ନାରାୟଣପୁର...

କମିଶନରେଟ ପୋଲିସରେ ପୁଣି ଅଦଳବଦଳ, ବଦଳିଲେ ଏହି ଅଫିସର

ଭୁବନେଶ୍ୱର,୧୨।୧୧: କମିଶନରେଟ ପୋଲିସରେ ଅଦଳବଦଳ ହୋଇଛି। ଏହି ବଦଳିରେ ୩ ଏସିପ ଓ ୬ ଇନ୍ସ୍ପେକ୍ଟରଙ୍କୁ ବଦଳି କରାଯାଇଛି।

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri