ରମାଦେବୀ ପରୀକ୍ଷା ଫଳ ପ୍ରକାଶିତ: ପାସ୍‌ ହାର ୮୪.୬୧%

ଭୁବନେଶ୍ୱର,୨୪ା୬(ବ୍ୟୁରୋ): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। ଯୁକ୍ତ ୩ରେ ୭,୭୩୭ ଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ୬,୫୪୭ ଜଣ ପାସ୍‌ କରିଛନ୍ତି। ପାସ୍‌ ହାର ରହିଛି ୮୪.୬୧ ପ୍ରତିଶତ।

Share