Categories: ଜାତୀୟ

ରାଜଘାଟରେ ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୋଦି

ନୂଆଦିଲ୍ଲୀ,୩୦।୧: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ଅବସରେ ରାଜଘାଟ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏହାସହ ରାଷ୍ଟ୍ରପତି ରାମନାଥ କୋବିନ୍ଦ, କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ, ୩ ସେନା ମୁଖ୍ୟ, ବରିଷ୍ଠ ଭାଜପା ନେତା ଲାଲ କୃଷ୍ଣ ଆଡଭାନୀ ପ୍ରମୁଖ୍ୟ ରାଜଘାଟରେ ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।

Share