Advertisement
Categories: ଜାତୀୟ

ରାଜନାଥ-ଶାହ ନେଲେ ଦାୟିତ୍ୱ

ନୂଆଦିଲ୍ଲୀ,୧।୬: ପ୍ରତିରକ୍ଷା ମନ୍ତ୍ରୀ ଭାବେ ରାଜନାଥ ସିଂ ଶନିବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ତାଙ୍କୁ କାର୍ଯ୍ୟାଳୟରେ ବରିଷ୍ଠ ଅଧିକାରୀମାନେ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଛନ୍ତି। ସେହିପରି ଅମିତ ଶାହ ସ୍ବରାଷ୍ଟ୍ର ମନ୍ତ୍ରୀ ଭାବେ ପୂର୍ବାହ୍ନରେ କାର୍ଯ୍ୟାଳୟରେ ପହଞ୍ଚି ଭାର ଗ୍ରହଣ କରିଛନ୍ତି। ପୂର୍ବରୁ ରାଜନାଥ ପ୍ରତିରକ୍ଷା ମନ୍ତ୍ରୀ ଭାବେ କାର୍ଯ୍ୟ କରୁଥିବାବେଳେ ପରେ ସ୍ବରାଷ୍ଟ୍ର ମନ୍ତ୍ରୀ ଭାବେ ନିଯୁକ୍ତ ହୋଇଥିଲେ। ସେହିପରି ଶାହ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରୁଥିଲେ।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share