Categories: ଜାତୀୟ

ରାଜସ୍ଥାନରେ ଇଣ୍ଟରନେଟ୍‌ ସେବା ୨୪ ଘଣ୍ଟା ପାଇଁ ବନ୍ଦ

ଜୟପୁର,୯।୧୧: ଅଯୋଧ୍ୟା ମାମଲାର ରାୟ ଶନିବାର ପ୍ରକାଶ ପାଇବ। ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା ଲାଗି ରାଜସ୍ଥାନରେ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଶନିବାର ପୂର୍ବାହ୍ନ ୧୦ଟାଠାରୁ ୨୪ ଘଣ୍ଟା ପାଇଁ ଏଠାରେ ଇଣ୍ଟରନେଟ୍‌ ସେବାକୁ ବନ୍ଦ କରାଯିବା ପାଇଁ ନିଷ୍ପତ୍ତି ହୋଇଛି। ଜୟପୁର କମିଶନରେଟ୍‌ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

Share