ରାଜ୍ୟକୁ ଫେରିଛନ୍ତି ୩ ଲକ୍ଷ ଓଡ଼ିଆ

ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟକୁ ୨ଶହ ଶ୍ରମିକ ସ୍ପେଶାଲ ଟ୍ରେନ୍‌ରେ ୩ ଲକ୍ଷ ଓଡ଼ିଆ ଫେରିଛନ୍ତି। ସେମାନଙ୍କର ଥର୍ମାଲ ସ୍କ୍ରିନିଂ କରାଯାଇଛି। ସମସ୍ତଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା ସହ ସେମାନଙ୍କୁ ଜିଲାକୁ ପଠାଯାଇଛି। ବାଧ୍ୟତାମୂଳକ କ୍ୱାରାଣ୍ଟାଇନ୍‌ରେ ରହିବାର ବ୍ୟବସ୍ଥା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ରବିବାର ଟୁଇଟ୍‌ କରି ସୂଚନା ଦିଆଯାଇଛି।

Share