ଭୁବନେଶ୍ୱର,୧୭ା୫(ବ୍ୟୁରୋ): ରବିବାର ରାଜ୍ୟରେ ଆଉ ୨୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ବ୍ୟକ୍ତିମାନଙ୍କ ମଧ୍ୟରେ ଗଞ୍ଜାମର ୧୯, ଯାଜପୁରର ୩ ଏବଂ ବାଲେଶ୍ୱରର ଦୁଇ ଜଣ ଅଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୨୦ ଜଣ ସୁସ୍ଥ ହୋଇଛନ୍ତି।
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ