ରାଜ୍ୟରେ ପୁଣି ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩ରେ ପହଞ୍ଚିଛି। ଏହି ସମ୍ପର୍କରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହ ରାଜ୍ୟରେ କରୋନା ଚିକତ୍ସାଧିନଙ୍କ ସଂଖ୍ୟା ୬୮ ଏବଂ ସୁସ୍ଥଙ୍କ ସଂଖ୍ୟା ୩୪ ହୋଇଛି।