ରାଜ୍ୟର ୪୯, ୫୦ ନଂ ଆକ୍ରାନ୍ତଙ୍କ ତଥ୍ୟ ଜାରି କଲା ସ୍ବାସ୍ଥ୍ୟ ବିଭାଗ, ଅଛନ୍ତି ଜଣେ ମହିଳା

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ରେ ପହଞ୍ଚିଛି। ୪୯ ଓ ୫୦ ନମ୍ବର ଆକ୍ରାନ୍ତଙ୍କ ତଥ୍ୟ ଶନିବାର ସ୍ବାସ୍ଥ୍ୟ ବିଭାଗ ଜାରି କରିଛି। ଏହି ଦୁଇଜଣ ୟୁନିଟ୍‌-୪ ମଧୁସୂଦନ ନଗର ଅଞ୍ଚଳରେ ଥିବା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଛନ୍ତି। ଏମାନଙ୍କ ମଧ୍ୟରୁ ୪୯ନମ୍ବର ଆକ୍ରାନ୍ତଙ୍କ ଜଣଙ୍କ ୩୫ବର୍ଷୀୟା ମହିଳା ଥିବା ବେଳେ ୫୦ନମ୍ବର ଆକ୍ରାନ୍ତ ଜଣଙ୍କ ୨୩ ବର୍ଷୀୟ ଯୁବକ ଅଟନ୍ତି।

Share