ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ସୂଚନା: ପୁଣି ସୁସ୍ଥ ହେଲେ ୨ କରୋନା ଆକ୍ରାନ୍ତ, ସମସ୍ତେ ଭୁବନେଶ୍ୱରର

ଭୁବନେଶ୍ୱର, ୨୨।୪(ବ୍ୟୁରୋ): ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ବୁଧବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ତେବେ ସୁସ୍ଥ ହୋଇଥିବା ବ୍ୟକ୍ତିମାନେ ଭୁବନେଶ୍ୱର ବୋଲି କୁହାଯାଇଛି।

Share