ସାମାନ୍ୟ ବଚସାକୁ କେନ୍ଦ୍ରକରି ଆଜି ସକାଳୁ ପାରିବାରିକ ଶାନ୍ତି ବ୍ୟାହତହେବ। ଆନୁଷ୍ଠାନିକ ସ୍ତରରେ ସବୁ ସମସ୍ୟା ଓ ଆଲୋଚନା ଜାଣି ମଧ୍ୟ ନୀରବତା ଅବଲମ୍ବନ କରିବେ। ଅଫିସ୍ରେ କୌଣସି ବ୍ୟତିକ୍ରମ ଅବଲୋକନକରି ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ଶନି ଦୃଷ୍ଟ ବୁଧ ହେତୁ ବ୍ୟବସାୟ,ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ।