ରାଷ୍ଟ୍ରପତିଙ୍କୁ ଭେଟିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୧।୬(ବ୍ୟୁରୋ):କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ରାଷ୍ଟ୍ରପତି ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଧର୍ମେନ୍ଦ୍ରଙ୍କ ସହ କେନ୍ଦ୍ର ଇସ୍ପାତ ରାଷ୍ଟ୍ରମନ୍ତ୍ରୀ ଫଗନ ସିଂହ କୁଲସ୍ତେ ମଧ୍ୟ ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିଛନ୍ତି ା ଏହି ଅବସରରେ ରାଷ୍ଟ୍ରପତି କୋବିନ୍ଦ ପୁନର୍ବାର ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିବାରୁ ଧର୍ମେନ୍ଦ୍ରଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ।

Share