Advertisement

ରିଲିଜ୍‌ ହେଲା ସଲମାନ ଖାନଙ୍କ ବହୁପ୍ରତୀକ୍ଷିତ ଫିଲ୍ମ ‘ଭାରତ’

ସୁପରଷ୍ଟାର ସଲମାନ ଖାନଙ୍କ ବହୁପ୍ରତିକ୍ଷୀତ ଫିଲ୍ମ ‘ଭାରତ’ ଇଦ ଅବସରରେ ରିଲିଜ ହୋଇଛି। ସାଉଥ କୋରିୟାନ ବ୍ଳକବଷ୍ଟର ଫିଲ୍ମର ହିନ୍ଦୀ ରିମେକ ‘ଭାରତ’ ଦେଶର ୪୦୦୦ ସିନେମା ଘରେ ପ୍ରଦର୍ଶିତ ହୋଇଛି। ଏହି ଫିଲ୍ମରେ ସଲମାନଙ୍କ ସହ କ୍ୟାଟ୍ରିନା କୈଫ ଲିଡ ରୋଲରେ ଅଛନ୍ତିା ଏହି ଫିଲ୍ମରେ ଦିଶା ପାଟନୀଙ୍କୁ ବି ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଦେଖିବାକୁ ମିଳିବ। ଅଲ୍ଲୀ ଅବାସଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ବକ୍ସ ଅଫିସରେ ହିଟ ହେବ ବୋଲି ଫିଲ୍ମ ରିଲିଜ ପୂର୍ବରୁ ଅନୁମାନ କରାଯାଉଛିା ଫିଲ୍ମରେ ସଲମାନଙ୍କୁ ସମ୍ପୂର୍ଣ୍ଣ ନୁଆ ଲୁକରେ ଦେଖିବାକୁ ପାଇଛନ୍ତି ଦର୍ଶକ। ଫିଲ୍ମରେ ସଲମାନଙ୍କ ସହ , କ୍ୟାଟ୍ରିନା, ଜାକି ଶ୍ରଫ, ଦିଶା ପାଟାନୀ, ନୋରା ଫତେହି, ସୁନୀଲ ଗ୍ରୋଭର ଅଭିନୟ କରିଛନ୍ତି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share