ରିଲିଫ ପାଣ୍ଠିକୁ ୫୦ ହଜାର ଦେଲେ ପ୍ରଧାନଶିକ୍ଷୟିତ୍ରୀ

ପୋଲସରା,୧୦ା୪(ଡି.ଏନ.ଏ.)-ମହାମାରୀ କରୋନ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପୋଲସରା ଲିଙ୍ଗରାଜ ବାଳିକା ହାଇସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ ସଞ୍ଜିତା ସାହୁ ୫୦ ହଜାର ଟଙ୍କା ଦାନ କରିଛନ୍ତି। ସେ ଏହି ଟଙ୍କାର ଚେକ୍‌ ବିଡିଓ ଶମ୍ଭୁନାଥ ନନ୍ଦିଙ୍କୁ ପ୍ରଦାନ କରିଛନ୍ତି। ବିହିଓ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି।

Share