ରେଢ଼ାଖୋଲରେ ରୋହିତ ଆଗୁଆ

ରେଢ଼ାଖୋଲ,୨୩।୫: ୯ମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ରେଢ଼ାଖୋଲ ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ରୋହିତ ପୂଜାରୀ ଆଗୁଆ ରହିଛନ୍ତି। ରୋହିତ ୧୪୧୯୬ ଭୋଟ ପାଇଥିବାବେଳେ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ଦେବେନ୍ଦ୍ର ମହାପାତ୍ର ୧୧୨୪୩ ଭୋଟ ପାଇଛନ୍ତି। କଂଗ୍ରେସ ପ୍ରାର୍ଥୀ ଆସଫ ଅଲ୍ଲି ଖାଁ ୯୭୧୯ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ପଞ୍ଚାୟତିରାଜ ଦିବସ: ୮୨ ପଞ୍ଚାୟତକୁ ପ୍ରୋତ୍ସାହନ ରାଶି ବଣ୍ଟନ

ଛତ୍ରପୁର,୨୪ା୪(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜିଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ଛତ୍ରପୁରଠାରେ ଗୁରୁବାର ପାଳିତ ହୋଇଯାଇଛି। ଜିଲା ପ୍ରଶାସନ ତରଫରୁ ଆୟୋଜିତ ସମାରୋହ ପ୍ରାରମ୍ଭରେ ଜମ୍ମୁ...

ଡିକି ଭାଙ୍ଗି ଲୁଟି ନେଲେ ସାଢେ ୩ ଲକ୍ଷ ଟଙ୍କା: ସିସିଟିଭିରେ କଏଦ ହେଲା ଲୁଟର ଦୃଶ୍ୟ

ବଣାଇଁ,୨୪।୪(ପ୍ରଦୀପ ତ୍ରିପାଠୀ): ଜଣେ ଅବସରପ୍ରାପ୍ତ କର୍ମଚାରୀ ପୁଅ ବାହାଘର ପାଇଁ ଟଙ୍କା ରଖିଥିଲେ। ଗୁରୁବାର ବ୍ୟାଙ୍କରେ ରଖିଥିବା ସଞ୍ଚିତ ଟଙ୍କା ବାହାରି କରି ଏକ ବାଇକ୍‌...

ନ୍ୟାଶନାଲ ପାର୍କ ମାନ୍ୟତା ପାଇଲା ଶିମିଳିପାଳ ଜାତୀୟ ଉଦ୍ୟାନ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ମୟୂରଭଞ୍ଜ ଜିଲାର ପ୍ରସିଦ୍ଧ ଶିମିଳିପାଳ ଅଭୟାରଣ୍ୟକୁ ଗୁରୁବାରଠାରୁ ଜାତୀୟ ଉଦ୍ୟାନ ମାନ୍ୟତା ମିଳିଛି। ଏହା ଆଜି ପର୍ଯ୍ୟନ୍ତ ଜାତୀୟ ଉଦ୍ୟାନ (ନ୍ୟାଶନାଲ)ର...

ଜାତୀୟ ପଞ୍ଚାୟତ ରାଜ ଦିବସରେ ହିତାଧିକାରୀଙ୍କୁ ମିଳିଲା ନୂତନ ରାଶନ କାର୍ଡ

କର୍ଲାମୁଣ୍ଡା,୨୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟ ପରିସରରେ ବ୍ଲକସ୍ତରୀୟ ଜାତୀୟ ପଞ୍ଚାୟତ ରାଜ ଦିବସ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବିଡ଼ିଓ ଦେବେନ୍ଦ୍ର...

“ସେନାର ଆବଶ୍ୟକତା ନାହିଁ, ଆତଙ୍କବାଦୀଙ୍କୁ ଆମ ହାତରେ ଦେଇଦିଅ”: ମୃତ ଘୋଡ଼ା ଚାଳକଙ୍କ ମାଉସୀ

ନୂଆଦିଲ୍ଲୀ,୨୪।୪: ଜମ୍ମୁ ଓ କାଶ୍ମୀରର ପାହାଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ କେବଳ ଜଣେ ସ୍ଥାନୀୟ ବ୍ୟକ୍ତି, ସୟେଦ ଆଦିଲ ହୁସେନଙ୍କର ମୃତ୍ୟୁ ଘଟିଛି। ଆଦିଲ ପର୍ଯ୍ୟଟକମାନଙ୍କୁ...

Pahalgam Terror Attack: କେମିତି ଥିଲା ଆତଙ୍କବାଦୀଙ୍କ ଚେହେରା, କୁନି ପୁଅ ବଖାଣିଲା…

ଶ୍ରୀନଗର,୨୪।୪: ପହଲଗାମ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାର ଏବଂ ଅଳ୍ପକେ ରକ୍ଷା ପାଇଥିବା ଲୋକଙ୍କ ଦୁଃଖର କାହାଣୀ ବିଶ୍ୱକୁ ଶୁଣାଉଛନ୍ତି। ଏହି Terror...

ଡାଇବେଟିସ୍‌ ରୋଗୀ ଖାଇପାରିବେ କି ତରଭୁଜ: ଜାଣନ୍ତୁ କ’ଣ କୁହନ୍ତି ଏକ୍ସପର୍ଟ

ଗ୍ରୀଷ୍ମ ଋତୁରେ ପ୍ରାୟ ସବୁଠାରେ ତରଭୁଜ ବିକ୍ରି ହେଉଥିବା ଦେଖିବାକୁ ମିଳେ। ଏହା କେବଳ ସ୍ବାଦରେ ମିଠା ନୁହେଁ ବରଂ ଶରୀରକୁ ଥଣ୍ଡା ମଧ୍ୟ କରିଥାଏ।...

ଦୀର୍ଘ ୩ ଦିନ ପରେ ପାଗଳ ମାଙ୍କଡ଼କୁ କାବୁ କଲା ବନ ବିଭାଗ

ଗଞ୍ଜାମ,୨୪ା୪(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଗତ କିଛି ଦିନ ହେବ ମାଙ୍କଡ଼ ଆତଙ୍କରେ ଲୋକେ ଅତିଷ୍ଠ ହୋଇ ପଡ଼ିଥିଲେ। ଗତ ମଙ୍ଗଳବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image