ଲକ୍‌ଡାଉନ ନିୟମ ଉଲ୍ଲଂଘନ, ୫ ଜଣଙ୍କ ନାମରେ ମାମଲା

ନୟାଗଡ ଅଫିସ/ଖଣ୍ଡପଡା,୪ା୪(ସ୍ୱ.ପ୍ର):କରୋନା ପାଇଁ ଲକ୍‌ଡାଉନ ନିୟମକୁ ଉଲଂ୍ଲଘନ କରିବା ଅଭିଯୋଗରେ ଖଣ୍ଡପଡା ଥାନା ଖଳିସାହି ବଜାରର ୫ ଜଣ ଚା ଓ ଜଳଖିଆ ବ୍ୟବସାୟୀ ନାମରେ ମାମଲା ରୁଜୁ ହୋଇଛି । ପୋଲିସ ଖଳିସାହି ଗ୍ରାମ ରାଜୁଆ ସାହିର ଶରତଚନ୍ଦ୍ର ପଗଡ(୫୨), ବସନ୍ତ କୁମାର ସାହୁ(୫୬), ଖଣ୍ଡପଡା ସହରର ମାଧବ ଚନ୍ଦ୍ର ସାହୁ(୪୫), ବଳରାମ ସାହୁ(୨୭), ଗିରିଧାରୀ ରାଉତ(୩୪) ପ୍ରମୁଖ ଙ୍କୁ ଗିରଫ କରିବାକୁ ପ୍ରଚେଷ୍ଟା ଜାରି ରଖିଛି । ପୂର୍ବରୁ ପୋଲିସ ୨୮ ଜଣଙ୍କ ନାମରେ ମାମଲା ରୁଜୁ କରିବା ସହ ୯ଟି ବାଇକ ଜବତ କରିଥିଲା । କିଛି ବ୍ୟବସାୟୀ ଲକ୍ ଡାଉନ୍ ନିୟମକୁ ଅଣଦେଖା କରୁଥିବାରୁ ପୋଲିସ କରୋନା କଟକଣାକୁ କଡାକଡି କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୁଣ୍ଡରେ ଲଗାଇଲେ ବନ୍ଧୁକ, ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର

ଉଦଳା,୨୪ା୪(ସନ୍ତୋଷ କୁମାର ବାଛିନି): ଆସିଲେ ବିଚ୍‌ ରାସ୍ତାରେ ବାଇକ୍‌ ଅଟକାଇ ମୁଣ୍ଡରେ ଲଗାଇଲେ ବନ୍ଧୁକ। ଆଉ ଲୁଟିନେଲେ ୩୦ ଲକ୍ଷରୁ ଅଧିକ ଟଙ୍କାର ସୁନା ଅଳଙ୍କାର।...

କଟକରେ ମହାନଦୀରେ ଗାଧୋଉଥିବା ବେଳେ ଦୁଇ ଯୁବକଙ୍କର ମୃତ୍ୟୁ

କଟକ,୨୪।୪: ଗୁରୁବାର କଟକରେ ମହାନଦୀରେ ଭାସି ଯାଇଥିବା ଦୁଇ ଯୁବକଙ୍କୁ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଉଦ୍ଧାର କରିଥିଲେ। କିନ୍ତୁ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲ...

ଅଗ୍ନିବୀର ନିଯୁକ୍ତି ଦୁର୍ନୀତି: ଖୋର୍ଦ୍ଧାରେ ୩ ନୌସେନା ଅଧିକାରୀ ଗିରଫ, ୧୨ଟି ବ୍ୟାଙ୍କ ଆକାଉଣ୍ଟ ଜବତ

ଭୁବନେଶ୍ୱର,୨୪।୪(ପ୍ରଭାତ ପାଣିଗ୍ରାହୀ): ଏକ ବଡ଼ ସଫଳତାରେ, ଖୋର୍ଦ୍ଧା ପୋଲିସ ଆଇଏନଏସ ନିଯୁକ୍ତି ପ୍ରକ୍ରିୟାରେ ଏକ ବିରାଟ ଠକେଇର ପର୍ଦ୍ଦାଫାଶ କରିଛି। ଭାରତୀୟ ନୌସେନାରେ ଅଗ୍ନିବୀର ଭାବେ...

୭ ଦିନରେ ଦାବି ପୂରଣ ନ ହେଲେ ଆନ୍ଦୋଳନରେ ବସିବି : ପିସିସି ସଭାପତି

ଥୁଆମୁଳ ରାମପୁର,୨୪।୪-(ଦୁର୍ଗା କୀର୍ତ୍ତି):- କଥା ଦେଇ କଥା ରଖୁନାହି ଉତ୍କଳ ଆଲୁମିନା କମ୍ପାନୀ l ଖଣି ପ୍ରଭାବିତ ଅଞ୍ଚଳର ବେକାର ଯୁବତୀଯୁବକଙ୍କୁ ସ୍ବାବଲମ୍ବୀ କରିବା ସହ...

ଗ୍ରାମାଞ୍ଚଳ ବିକାଶରେ ପଞ୍ଚାୟତର ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭଞ୍ଜନଗର,୨୪ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଗୁରୁବାର ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି। ଏଥିରେ ବିଡିଓ ପୂର୍ଣ୍ଣଚନ୍ଦ୍ର ପାଢ଼ୀ...

ତପସ୍ବିନୀ ଟ୍ରେନ୍‌ ରହଣି ପାଇଁ ଡିଆରଏମ୍‌ଙ୍କ ନିକଟରେ ଦାବି

କେସିଙ୍ଗା,୨୪ା୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ୍‌ ରେଳ ଷ୍ଟେଶନରେ ୨ ମିନିଟ୍‌ ତାପସ୍ବିନୀ ଟ୍ରେନ୍‌ ରହଣି ସମେତ ବିଭିନ୍ନ ସମସ୍ୟା ଉପରେ...

ଦୀଘାରେ ଜଗନ୍ନାଥ ମନ୍ଦିର ଉଦ୍‌ଘାଟନୀ ଦିନ ରୋଷ କାର୍ଯ୍ୟରେ ସାମିଲ ହେଲେ କାର୍ଯ୍ୟାନୁଷ୍ଠାନ

ପୁରୀ,୨୪।୪: ପଶ୍ଚିମବଙ୍ଗ ସରକାରଙ୍କ ଦ୍ୱାରା ଦିଘାରେ ନିର୍ମାଣ ହୋଇଥିବା ଜଗନ୍ନାଥ ମନ୍ଦିର ଆସନ୍ତା 30 ତାରିଖ ଅକ୍ଷୟ ତୃତୀୟାରେ ଉଦଘାଟନ ହେବ। ଏହି କାର୍ଯ୍ୟକ୍ରମରେ ପୁରୀ...

ଗୌଡ଼ ଗାଁରେ ସିରିଜ୍‌ ଚୋରି: ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କା ସହ ସୁନା ଅଳଙ୍କାର

ଦିଗପହଣ୍ଡି,୨୪ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ ଗାଁରେ ସିରିଜ୍‌ ଚୋରି ହୋଇଛି। ପୌରାଣିକ ରାମାୟଣ ଥିଏଟର ନିର୍ଦ୍ଦେଶକ ବୁଲୁ ସାହୁ ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image