ଲୋକଙ୍କୁ ସଚେତନ କଲା ଆର୍‌ପିଏଫ୍‌

ଛତ୍ରପୁର,୨ା୧(ଡି.ଏନ୍‌.ଏ.)-ଛତ୍ରପୁର କୋର୍ଟ ହଲ୍ଟ ଷ୍ଟେଶନ ନିକଟ ରେଡ୍ଡୀ ଷ୍ଟ୍ରିଟ୍‌ରେ ଗୁରୁବାର ସ୍ଥାନୀୟ ଆରପିଏଫ୍‌ ଆଉଟପୋଷ୍ଟ ପକ୍ଷରୁ ଲୋକଙ୍କୁ ସୁରକ୍ଷା ସମ୍ପର୍କରେ ସଚେତନ କରାଯାଇଛି । ଏଥିରେ ଆରପିଏଫ୍‌ ଆଉଟପୋଷ୍ଟର ଏସ୍‌ଆଇ ଏଲ. ବି. ସିଂ ଓ ଷ୍ଟାଫ୍‌ ସାମିଲ ଥିଲେ । ଟ୍ରେନ୍‌ରେ ଯାତ୍ରା ବେଳେ ୧୮୨ ସୁରକ୍ଷା ହେଲ୍‌ପ ଲାଇନ୍‌ ସମ୍ପର୍କରେ ଲୋକଙ୍କୁ ଅବଗତ କରାଯାଇଥିଲା । କୌଣସି ଦୁର୍ଘଟଣା ଆଶଙ୍କା ଥିଲେ ଉକ୍ତ ନମ୍ବରକୁ ଫୋନ୍‌ କରିବାକୁ କୁହାଯାଇଛି । ଆରଫିଏଫ୍‌ ତୁରନ୍ତ ଯାତ୍ରୀଙ୍କ ପାଖରେ ପହଞ୍ଚି ସହାୟତା ଯୋଗାଇଦେବେ । ଏଥିସହ ମହିଳା ଯାତ୍ରୀଙ୍କ ସୁରକ୍ଷା ନେଇ ସ୍ବତନ୍ତ୍ର ଧ୍ୟାନ ଦିଆଯାଉଥିବା କୁହାଯାଇଥିଲା । ବିଭିନ୍ନ ସମୟରେ ଟ୍ରେନ୍‌ ଉପରକୁ ପିଲାମାନେ ପଥର ଫିଙ୍ଗୁଥିବାରୁ ଯାତ୍ରୀ ଆହତ ହେଉଛନ୍ତିି। ଏପରି ନ କକରିବାକୁ ଆରଫିଏପ୍‌ ପକ୍ଷରୁ ସଚେତନ କରାଯାଇଛି। ସେହିପରି ଆବଶ୍ୟକ ନ ହେଲେ ଚେନ୍‌ ପୁଲିଂ ନ କରିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖାରେ ଅଗ୍ନିକାଣ୍ଡ

ଛତ୍ରପୁର,୨।୧୧(ଦିଲୀପ ସାମଲ): ଛତ୍ରପୁର ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖାରେ ଶନିବାର ଅଗ୍ନିକାଣ୍ଡ ଘଟିଛି । ବ୍ୟାଙ୍କର ତୃତୀୟ ମହଲାରେ ଶର୍ଟ ସର୍କିଟ ଯୋଗୁ ନିଆଁ ଲାଗି...

ବାଇକ୍‌କୁ ଧକ୍କାଦେଲା ଅଟୋ: ଚାଲିଗଲା ୨ ଜୀବନ, ୨ ଗୁରୁତର

ଦିଗପହଣ୍ଡି,୨ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ିି ପଞ୍ଚାୟତ କାଣ୍ଡେଶ୍ୱର ଗାଁ ଛକରେ ଯାତ୍ରୀବାହୀ ଅଟୋ (ନଂ. ଓଡ଼ି ୦୭ ଏଫ୍‌-୩୯୦୩)...

ଚାଷ ଜମିରେ ପାଣି ମଡାଇବାକୁ କେନ୍ଦ୍ର କରି ସ୍ବାମୀଙ୍କୁ ହତ୍ୟା, ଅଭିଯୋଗ ଆଣିଲେ ସ୍ତ୍ରୀ

ଧରାକୋଟ,୨।୧୧: ଗାଁ କୋଠ ଜମିରେ ପାଣି ମଡା ଇବାକୁ କେନ୍ଦ୍ର କରି ଧରାକୋଟ ଥାନା ଅନ୍ତର୍ଗତ କୁସରାବ ଗ୍ରାମରେ ଘଟିଛି ଏକ ଜଙ୍ଘନ୍ୟ ହତ୍ୟାକାଣ୍ଡ ଘଟିଛି।...

ବିଦ୍ୟୁତ୍‌ ଆଘାତରେ ଚାଲିଗଲା କଲେଜ ଛାତ୍ରଙ୍କ ଜୀବନ

ବୁଗୁଡ଼ା,୧ା୧୧(କାଳିଚରଣ ଦାଶ): ବୁଗୁଡା ବୁଦ୍ଧଖୋଲ ଛକସ୍ଥିତ ଏକ ବାଇକ୍‌ ଗ୍ୟାରେଜରେ ବିଦ୍ୟୁତ୍‌ ଆଘାତରେ ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଅନ୍ତରପଡା ଗ୍ରାମର...

ବାଇକ୍‌ରେ ଆସି ବୋମାମାଡ଼ କଲେ ଦୁର୍ବୃତ୍ତ, ଖସିଲା ଘରର ଛାତ

ଦିଗପହଣ୍ଡି,୧ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧ନଂ.ଓ୍ବାର୍ଡ ମୁକ୍ତେଶର ଶୈବପୀଠ ସଂଲଗ୍ନ କେନାଲ ସାହିରେ ଦୁର୍ବୃତ୍ତମାନେ ପୁଣି ବୋମାମାଡ଼ କରିଥିବା ଅଭିଯୋଗ ହୋଇଛି।...

ଚୋରି ଘଟଣାର ପର୍ଦ୍ଦାଫାଶ କଲା ପୋଲିସ, ୩ ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି/ଚିକିଟି୩୦ା୧୦(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ରହ୍ମା ନଗର ସନ୍ତୋଷ କୁମାର ପଣ୍ଡାଙ୍କ ଘରୁ ଗତ ୭ ତାରିଖ ବିଳମ୍ବିତ ରାତିରେ...

ଦିଗପହଣ୍ଡିରେ ବୁଲୁଛି ମହାବଳ; ପାଦଚିହ୍ନ ଠାବ, ସନ୍ଧ୍ୟାରେ ଘରୁ ନ ବାହାରିବାକୁ ପରାମର୍ଶ

ଦିଗପହଣ୍ଡି,୩୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ଜିଲା ସୀମାନ୍ତ ଦିଗପହଣ୍ଡି ବ୍ଳକ ଖମ୍ବାରୀ ଗାଁ ପଞ୍ଚାୟତର ଆଦିବାସୀ ଗ୍ରାମ ପଦ୍ମପୁର ନିକଟସ୍ଥ ମକାବାଡରେ ମହାବଳ ବାଘର ପାଦ...

ଏମ୍‌କେସିଜିରେ ରାଗିଂ ଘଟଣା: ୫ ସନିୟର୍‌ ଛାତ୍ରଙ୍କୁ ୬ମାସ ଯାଏଁ କ୍ୟାମ୍ପସ୍‌ ମନା

ବ୍ରହ୍ମପୁର,୩୦।୧୦(ସୁବାସ ଚନ୍ଦ୍ର ପାଢ଼ୀ): ଵ୍ରହ୍ମପୁର ସ୍ଥିତ ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ଜଣେ ଏମବିବିଏସ ଦ୍ଵିତୀୟ ବର୍ଷ ଛାତ୍ରଙ୍କୁ ରାଗିଂ ଘଟଣାରରେ ଦୃଢ଼ କାର୍ଯ୍ୟାନୁଷ୍ଠାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri