Categories: ଜାତୀୟ

ଶାହଙ୍କୁ ଭେଟିଲେ ମମତା: ଏନ୍‌ଆର୍‌ସିକୁ ନେଇ ଭୟ କରୁଛନ୍ତି ଲୋକେ; ହଇରାଣ ନ କରିବାକୁ କଲେ ଅନୁରୋଧ

ନୂଆଦିଲ୍ଲୀ,୧୯।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କୁ ଗୁରୁବାର ଭେଟିଛନ୍ତି। ଏହି ଅବସରରେ ଦୁଇ ନେତାଙ୍କ ମଧ୍ୟରେ ଏନ୍‌ଆର୍‌ସି ନେଇ ଆଲୋଚନା ହୋଇଥିବା କୁହାଯାଉଛି। ଏନ୍‌ଆର୍‌ସି ନେଇ ଲୋକେ ଭୟ କରୁଥିବା ମମତା କହିଛନ୍ତି। ତେଣୁ ଏହାକୁ ନେଇ ଲୋକଙ୍କୁ ହଇରାଣ ନ କରିବାକୁ ମମତା ଶାହଙ୍କୁ ଅନୁରୋଧ କରିଛନ୍ତି।

Share