ଶେରଗଡ଼,୧୦।୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ଶେରଗଡ଼ ଅଞ୍ଚଳରେ ଶୁକ୍ରବାରଠାରୁ ଅଗ୍ନିଶମ ବିଭାଗ ପକ୍ଷରୁ ବିଶୋଧନ ପ୍ରକ୍ରିୟା ଆରମ୍ଭ ହୋଇଛି। ବିଡିଓ ସୁରଞ୍ଜନ କୁମାର ସାହୁ, ତହସିଲଦାର ଡ. ଦୟାସିନ୍ଧୁ ପରିଡ଼ାଙ୍କ ନିର୍ଦ୍ଦେଶ କ୍ରମେ ପ୍ରଥମେ ଶେରଗଡ଼ ମେଡିକଲ,ଏଟିଏମ୍ କାଉଣ୍ଟର, ବଜାରରେ ଥିବା ମୁଖ୍ୟ ସ୍ଥାନଗୁଡିକୁ ବିଶୋଧନ କରାଯାଇଥିବା ଜଣାପଡ଼ିଛି।