ଶେଷରେ କ୍ଷମା ମାଗିଲେ ମନୋଜ ମିଶ୍ର, କହିଲେ…

ଭୁବନେଶ୍ୱର,୧୮।୧୧: ପ୍ରାୟ ସବୁବେଳେ ବିବାଦକୁ ଆସୁଥିବା ମନୋଜ ମିଶ୍ର ଶେଷରେ ମୁହଁ ଖୋଲି କ୍ଷମା ମାଗିଛନ୍ତି। ବ୍ୟାସ କବି ଫକୀର ମୋହନ ସେନାପତିଙ୍କ କାଳଜୟୀ ଗଳ୍ପ ରାଣ୍ଡୀ ପୁଅ ଅନନ୍ତାଙ୍କୁ ନେଇ ବ୍ରିଭାନ୍ତିକରଣ ମନ୍ତବ୍ୟ ଘଟଣା ପରେ ସେ ବିଭିନ୍ନ ଆଡୁ ଚାପର ଶିକାର ହୋଇଥିଲେ। ପରେ ସେ କ୍ଷମାପ୍ରାର୍ଥନା କରିଛନ୍ତି। ରବିବାର ରାତିରେ ଏ ନେଇ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଭିଡିଓ ପୋଷ୍ଟ କରି ସେ କ୍ଷମା ମାଗିଛନ୍ତି ।

ସେ କହିଛନ୍ତି ବ୍ୟାସ କବିଙ୍କ ଲେଖାକୁ ନେଇ ମୋର କୌଣସି ଜ୍ଞାନ ନାହିଁ । ଯଦି ଅଜାଣତରେ ମୁଁ କାହା ମନରେ ଦୁଃଖ ଦେଇଥାଏ ତେବେ ସେଥିପାଇଁ ମୁଁ ଦୁଃଖିତ ବୋଲି ସେ ନିଜ ପୋଷ୍ଟରେ ଉଲ୍ଲେଖ କରିଛନ୍ତି । ମନୋଜ ମିଶ୍ର ଦେଇଥିବା ବିବାଦୀୟ ବୟାନକୁ ନେଇ ବାଲେଶ୍ବରରେ ତୀବ୍ର ବିରୋଧ କରାଯାଇଥିଲା । ଏପରି କି ରବିବାର ସକାଳେ ବାଲେଶ୍ବର ଟାଉନ ଥାନାରେ ମନୋଜ ମିଶ୍ରଙ୍କ ନାଁରେ ଏତଲା ଦିଆଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଆଇନମନ୍ତ୍ରୀଙ୍କ ବଡ଼ ସୂଚନା: ଜାନୁଆରୀ ଶେଷ ସୁଦ୍ଧା ସରିବ ରତ୍ନଭଣ୍ଡାର ଅଳଙ୍କାର ଗଣତି

ଭୁବନେଶ୍ୱର/ପୁରୀ,୧୮ା୧୧: ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ରତ୍ନଭଣ୍ଡାର ଅଳଙ୍କାର ଗଣତିକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଜାନୁଆରୀ ଶେଷ ସୁଦ୍ଧା ରତ୍ନଭଣ୍ଡାରର...

ଭିଜିଲାନ୍ସ ଟିମ୍‌ ଆସିବା ଦେଖି ଡରିଗଲେ ଡିଜିଏମ, ପଡ଼ୋଶୀ ଛାତକୁ ଫିଙ୍ଗିଦେଲେ ବିଡାବିଡା ଟଙ୍କା

ଭୁବନେଶ୍ୱର,୧୮।୧୧: ସୋମବାର ଓଡ଼ିଶା ପୋଲିସ ହାଉସିଂ ୱେଲଫର୍‌ କର୍ପୋରେଶନ(OPHWC) ବ୍ରହ୍ମପୁର ଡିଭିଜନର ଡେପୁଟି ଜେନେରାଲ ମ୍ୟାନେଜର୍‌ ସୁବାଷ ଚନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି।...

ସୈନିକ ସ୍କୁଲ ଡମ୍ପିଂୟାର୍ଡରୁ ପୁଣି ଦୁର୍ଗନ୍ଧ

ଭୁବନେଶ୍ୱର,୧୮ା୧୧(ଅନିଲ ଦାସ): ରାଜ୍ୟର ମୁଖଶାଳା କୁହାଯାଉଥିବା ରାଜଧାନୀ ଭୁବନେଶ୍ୱରର ଅବ୍ୟବସ୍ଥିତ ବର୍ଜ୍ୟବସ୍ତୁ ପରିଚାଳନା ସହରବାସୀଙ୍କ ପାଇଁ ଅଭିଶାପ ପାଲଟିଛି। ସରକାର ବଦଳିଛି ହେଲେ ସହରର ବର୍ଜ୍ୟ...

ଲୋପ ପାଉଛି ପାରମ୍ପରିକ ଚାଷ, କଳାହାଣ୍ଡି ଜିଲା ହରାଉଛି ଜୈବ ବିବିଧତା

ଭବାନୀପାଟଣା,୧୮।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ବର୍ଷ ବର୍ଷ ଧରି ଚାଲି ଆସୁଥିବା ପାରମ୍ପରିକ ଚାଷ ଓ ବିହନ କିସମ ଲୋପ ପାଇବାରେ ଲାଗିଥିବା ବେଳେ...

ଭିଜିଲାନ୍ସ ଜାଲରେ ଫସିଲେ ଡେପୁଟି ଜେନେରାଲ ମ୍ୟାନେଜର୍‌

ଭୁବନେଶ୍ୱର,୧୮।୧୧: ଭିଜିଲାନ୍ସ ଜାଲରେ ଓଡ଼ିଶା ପୋଲିସ ହାଉସିଂ ୱେଲଫର୍‌ କର୍ପୋରେଶନ(OPHWC) ବ୍ରହ୍ମପୁର ଡିଭିଜନର ଡେପୁଟି ଜେନେରାଲ ମ୍ୟାନେଜର୍‌ ସୁବାଷ ଚନ୍ଦ୍ର ପଣ୍ଡା। ସୋମବାର ସୁବାଷଙ୍କ ଭୁବନେଶ୍ୱର...

ସେମ୍ବକର୍ପର ସବୁଜ ଆମୋନିଆ ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର,୧୮ା୧୧(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଙ୍ଗାପୁର ଗସ୍ତ କରି ରବିବାର ବିଭିନ୍ନ କମ୍ପାନୀର ଶୀର୍ଷ...

ଅଚ୍ୟୁତ ସାମନ୍ତଙ୍କୁ ‘ଏଫ୍‌ଆଇଭିବି ଗ୍ରାଣ୍ଡ୍‌ କ୍ରସ୍‌ ସମ୍ମାନ’

ଭୁବନେଶ୍ୱର,୧୮ା୧୧(ଅନୁରାଧା ମହାରଣା): କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଅନ୍ତର୍ଜାତୀୟ ଭଲିବଲ ଫେଡେରେଶନ (ଏଫ୍‌ଆଇଭିବି)ର ସର୍ବୋଚ୍ଚ ସମ୍ମାନ ‘ଗ୍ରାଣ୍ଡ୍‌ କ୍ରସ୍‌’ ପ୍ରଦାନ କରାଯାଇଛି।...

ଟ୍ରାଫିକ କନ୍‌ଷ୍ଟେବଲ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ଅଭିଯୋଗ

ବାରିପଦା,୧୮।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଏମ୍‌ପିକେ ବାଳିକା ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ରବିବାର ଟ୍ରାଫିକ କନ୍‌ଷ୍ଟେବଲ-୨୦୨୪ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri