ଶ୍ରୀଗୁଣ୍ଡିଚା ଅଭିମୁଖେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ

ପୁରୀ ଅଫିସ, ୨୩।୬: ବହୁ ପ୍ରତିକ୍ଷାର ଅବସାନ ଘଟାଇ ଶେଷରେ ଶ୍ରୀଗୁଣ୍ଡିଚା ଅଭିମୁଖେ ତିନି ରଥ ବାହାରିଛନ୍ତି। ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଗଡିବା ପରେ ଏହା ପଛକୁ ଅର୍ଥାତ୍‌ ୧୨ଟା ୫୫ରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଗଡିଛି। ବଡ଼ଦାଣ୍ଡରେ ସେବାୟତ ଏବଂ ପୋଲିସମାନେ ଗୁଣ୍ଡିଚା ଘର ଅଭିମୁଖେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥକୁ ଟାଣି ନେଉଛନ୍ତି।
କରୋନା କଟକଣା ପାଇଁ ଏଥର ଭକ୍ତଙ୍କୁ ବଡ଼ଦାଣ୍ଡକୁ ଯିବାକୁ ବାରଣ କରାଯାଇଛି । କେବଳ ନିର୍ଦ୍ଧାରିତ ସଂଖ୍ୟକ ସେବାୟତଙ୍କୁ ନେଇ ଅନୁଷ୍ଠିତ ହେଉଛି ରଥଯାତ୍ରା। ତଥାପି ପରମ୍ପରା ଅନୁସାରେ ଚାଲିଛି ମହାପ୍ରଭୁଙ୍କ ଘୋଷଯାତ୍ରା ନୀତି ।


Enter your email to get our daily news in your inbox.

All Right Reserved By Dharitri.Com

ସୀମା ଟପିଲା ବୋହୂ, ପୁଅଙ୍କ ନିର୍ଯାତନା : ପଡ଼ୋଶୀଙ୍କ ଗୁହାଳରେ ଝୁଲି ପଡ଼ିଲେ ବାପା

ଭୋଗରାଇ, ୨୭l୧୧( ପ୍ରଦୀପ ଦାସ):ବହୁ ଦୁଃଖ କଷ୍ଟ ସହି ଦୁଇ ପୁଅଙ୍କୁ ବଡ଼ କରିଥିଲେ। ଭାବିଥିଲେ ପରିଣତ ବୟସରେ ସାହାରା ହେବେ। ହେଲେ ସେ ଅଲୋଡ଼ା...

ଶୀତର ଲହରି ଜାରି: ୩୦ରୁ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୭ା୧୧(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ହେଲା ଶୀତର ଲହରି ଜାରି ରହିଥିବାବେଳେ ସୁନ୍ଦରଗଡ଼ ଓ କନ୍ଧମାଳ ଆଦି ଜିଲାରେ ଗଭୀର କୁହୁଡ଼ି ଦେଖିବାକୁ ମିଳୁଛି। ସେହିପରି...

ମୃତଦେହ ଆସିବାକୁ ଅପେକ୍ଷା କରିଥିବାବେଳେ ଘରୁ ଡକାୟତି

ବଇଣ୍ଡା, ୨୭ା୧୧ (ପରିକ୍ଷିତ ସାହୁ): ଦୁର୍ଘଟଣାରେ ଜଣେ ସଦସ୍ୟ ପ୍ରାଣ ହରାଇଥିବାରୁ ପରିବାର ଲୋକେ ଭାଙ୍ଗି ପଡ଼ିଥିଲେ। ଖବରପାଇ ଶୋକସନ୍ତପ୍ତ ପରିବାରକୁ ସାନ୍ତ୍ୱନା ଦେବାକୁ ବନ୍ଧୁବାନ୍ଧବ...

୭ ମାସରେ ରାଜ୍ୟରେ ୪୧ ହାତୀଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୭ା୧୧ (ବନ୍ଦନା ସେଠୀ):ରାଜ୍ୟରେ ହାତୀ-ମଣିଷ ଲଢେଇ ବଢିବାରେ ଲାଗିଛି। ଗତ ୩ବର୍ଷରେ ହାତୀ ଆକ୍ରମଣରେ ୬୬୮ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ୫୦୯ଜଣ ଲୋକ ହାତୀ...

ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୨୭ା୧୧(ଅଜିତ୍‌ କୁମାର ମହାନ୍ତି):ମାର୍ଗଶିର ମାସ କୃଷ୍ଣପକ୍ଷ ଦ୍ୱାଦଶୀ ତିଥି ବୁଧବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା...

ଖାଲି ପଡ଼ିଥିବା ସୂଚନା କମିଶନ ପଦବୀ: ଓଡ଼ିଶାରେ ୬ରୁ ୪ ଖାଲି

ଭୁବନେଶ୍ୱର,୨୭ା୧୧(ଅନିଲ ଦାସ): ୨୦୨୩ରେ ଏକ ମାମଲାର ଶୁଣାଣି ବେଳେ କେନ୍ଦ୍ର ଓ ରାଜ୍ୟଗୁଡ଼ିକର ସୂଚନା କମିଶନରେ ଖାଲି ପଡ଼ିଥିବା ପଦବୀ ପୂରଣରେ ବିଫଳତାକୁ ନେଇ ସୁପ୍ରିମକୋର୍ଟ...

ପୁଞ୍ଜିନିବେଶ ନାଁରେ ଆଇଟି ପ୍ରୋଫେସନାଲଙ୍କ ଠାରୁ ୧୯ ଲକ୍ଷ ୮୪ ହଜାର ଟଙ୍କା ଠକେଇ

କଟକ,୨୬।୧୧: ପୁଞ୍ଜିନିବେଶ ନାଁରେ ଜଣେ ଆଇଟି ପ୍ରୋଫେସନାଲଙ୍କ ଠାରୁ ୧୯ ଲକ୍ଷ ୮୪ ହଜାର ଟଙ୍କା ଠକେଇ କରିବା ଅଭିଯୋଗରେ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି...

୮ କେଜି ଗଞ୍ଜେଇ, ଲକ୍ଷ୍ୟଧିକ ଆତ୍ମସାତ: ଏସଆଇ ନିଳମ୍ବିତ, ୨ ଏଏସଆଇ, ୨ କନଷ୍ଟେବଳ ବଦଳି

ଖୋର୍ଦ୍ଧା,୨୬।୧୧(ପ୍ରଭାତ ପାଣିଗ୍ରାହୀ) : ଖୋର୍ଦ୍ଧା ଜିଲାରେ ଗଠେଇ ଚୋରା ମଦ, ଧଳା ଜହର କାରବାର ବଢିବାରେ ଲାଗିଛି। ଜିଲାର ବୋଲଗଡ ଓ ବେଗୁନିଆ ବ୍ଲକରେ ନିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri