Posted inଜାତୀୟ

ସଂସଦକୁ ପାଶ୍ଚ୍ୟାତ ପୋଷାକ ପିନ୍ଧି ଆସି ଟ୍ରୋଲ ହେଲେ ଦୁଇ ଏମପି

ନୂଆଦିଲ୍ଲୀ, ୨୯।୫: ପ୍ରଥମଥର ପାଇଁ ଲୋକ ସଭା ନିର୍ବାଚନ ଜିତି ସଂସଦ ଆସିଥିବା ଦୁଇ ମହିଳା ଏମ୍‌ପି ଏବେ ଚର୍ଚ୍ଚାରେ ଅଛନ୍ତି। ସେମାନେ ହେଲେ ଅଭିନେତ୍ରୀ ମିମି ଚକ୍ରବର୍ତ୍ତୀ ଏବଂ ନୁସରତ ଜାହାଂ। ପ୍ରଥମଥର ପାଇଁ ସଂସଦକୁ ପାଶ୍ଚ୍ୟାତ ପୋଷାକ ପିନ୍ଧି ଆସି ଟ୍ରୋଲ ହୋଇଛନ୍ତି ଏହିଦୁଇ ଅଭିନେତ୍ରୀ। ୩୦ ବର୍ଷୀୟ ମିମି ଏବଂ ୨୯ ବର୍ଷୀୟ ନୁସରତ ସଂସଦକୁ ଜିନ୍ସ ଟି-ଶାର୍ଟ ପିନ୍ଧି ଆସିଥିଲେ। ଏହି ଫଟୋକୁ ମିମି ନିଜ ସୋସିଆଲ ମିଡିଆରେ ଶେୟାର କରିବା ପରେ ତାଙ୍କ ଫ୍ୟାନମାନେ ପାର୍ଲାମେଣ୍ଟ ଆଗେରେ ଫଟୋ ଶୁଟ୍‌ ବୋଲି ଆଖ୍ୟା ଦେଇଛନ୍ତି। ସୂଚନାଯୋଗ୍ୟ, ଉଭୟ ମିମି ଏବଂ ନୁସରତ୍‌ ବଙ୍ଗାଳୀ ସିନେମାର ଜଣାଶୁଣା ଅଭିନେତ୍ରୀ। ମିମି ଯାଧବପୁର ଲୋକ ସଭା ଆସନରୁ ଜିତିଥିବାବେଳେ ନୁସରତ ବସିରହାଟ ଲୋକ ସଭା ଆସନରୁ ଜିତିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୟପୁର ଦୁର୍ଘଟଣାର ଛାତିଥରା କାହାଣୀ: ଜଳନ୍ତା ଅବସ୍ଥାରେ ଅଢେଇ କିଲୋମିଟର ଦୌଡିଲେ ୩୦ ଲୋକ

ଜୟପୁର,୨୨।୧୨: ରାଜସ୍ଥାନ ଜୟପୁରରେ ହୋଇଥିବା ଭୟଙ୍କର ସଡ଼କ ଦୁର୍ଘଟଣା ଏବେ ପର୍ଯ୍ୟନ୍ତ ଲୋକଙ୍କ ମନରୁ ଲିଭି ନାହିଁ। ଏହି ଦୁର୍ଘଟଣାରେ ୧୪ ଜଣ ଜୀବନ୍ତ ଦଗ୍ଧ...

ବିବାହ ପାଇଁ ପ୍ରସ୍ତୁତ ହେଉଥିବା ପରିବାର ଏବେ ଅପେକ୍ଷା କରିଛନ୍ତି ଝିଅର ମୃତ ଦେହକୁ

ଶିମଲା,୨୨।୧୨: ପଞ୍ଜାବର ସୋହାନା, ମୋହାଲିରେ ଭୁଷୁଡି ପଡିଥିବା ବିଲଡିଂକୁ ନେଇ ହିମାଚଳ ପ୍ରଦେଶର ଏକ ପରିବାରରେ ଶୋକର ଛାୟା ଖେଳିଯାଇଛି। ନିଜ ଝିଅର ବିବାହ ପାଇଁ...

ପ୍ରେମିକାଙ୍କୁ ହୋଟେଲ ଉପରୁ ଠେଲିଦେଲେ ପ୍ରେମିକ, ବାନ୍ଧିଲା ପୋଲିସ

ବାରାଣସୀ, ୨୨।୧୨: ଉତ୍ତରପ୍ରଦେଶର ବାରାଣସୀ ଜିଲା ଚେତଗଞ୍ଜ ଥାନା ରାମକୋଟରାସ୍ଥିତ ଏକ ହୋଟେଲର ତୃତୀୟ ମହଲାରୁ ଶୁକ୍ରବାର ଫୁର୍କନ ନାମକ ଜଣେ ଯୁବକ(୨୩) ନିଜ ପ୍ରେମିକା...

କେମିତି ଅଛନ୍ତି ପ୍ରତାପ ଷଡଙ୍ଗୀ, ମୁକେଶ ରାଜପୁତ? ଅପଡେଟ ଦେଲା ହସ୍ପିଟାଲ

ନୂଆଦିଲ୍ଲୀ,୨୨।୧୨: ସଂସଦ ବାହାରେ ଝଗଡା ପରେ ଉଭୟ ଭାଜପା ଏମପି ପ୍ରତାପ ଷଡଙ୍ଗୀ ଏବଂ ମୁକେଶ ରାଜପୁତଙ୍କୁ ଦିଲ୍ଲୀର ଆରଏମଏଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କୁହାଯାଉଛି...

ଆମେରିକାକୁ ବାଧ୍ୟ କଲା ଭାରତର ଶକ୍ତି, ଏହି ନିୟମକୁ କରିବାକୁ ପଡିଲା ପରିବର୍ତ୍ତନ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨।୧୨: ଏବେ ସାରା ବିଶ୍ୱରେ ଭାରତର ଶକ୍ତି ଏବଂ ଏହାର ସାମର୍ଥ୍ୟର ଶବ୍ଦ ଶୁଣିବାକୁ ମିଳୁଛି। ଆଜି ବିଶ୍ୱର ସମସ୍ତ ଦେଶ ଭାରତର ଶକ୍ତିକୁ ସ୍ବୀକୃତି...

କୁଏତରେ ଶ୍ରମିକଙ୍କ ସହ ଓଡ଼ିଆରେ କଥା ହେଲେ ମୋଦି

ନୂଆଦିଲ୍ଲୀ,୨୨ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ କୁଏତ ଗସ୍ତରେ ଯାଇଛନ୍ତି। ସେଠାରେ ଭାରତୀୟ ତଥା ଓଡ଼ିଆ ଶ୍ରମିକଙ୍କ ସହ ପ୍ରଧାନମନ୍ତ୍ରୀ କଥା ହୋଇଛନ୍ତି ।...

୨୪ ଘଣ୍ଟାରେ ଏହି ରାଜ୍ୟରେ ଗିରଫ ହେଲେଣି ୪୧୬ ଜଣ, ଆଶ୍ଚର୍ଯ୍ୟ କରିବ ଏହା ପଛର କାରଣ

ଗୁଆହାଟି,୨୨।୧୨: ଆସାମ ସରକାର ବାଲ୍ୟ ବିବାହ ବିରୋଧରେ କାର୍ଯ୍ୟାନୁଷ୍ଠାନକୁ ଜୋରଦାର କରିଛନ୍ତି। ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ରବିବାର (୨୨ ଡିସେମ୍ବର ୨୦୨୪)ରେ କହିଛନ୍ତି ଯେ...

କଂଗ୍ରେସ ପାଇଁ ଖରାପ ଖବର

ଚଣ୍ଡିଗଡ଼,୨୨।୧୨: ହରିୟାଣା ଏବଂ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ କଂଗ୍ରେସ ପରାଜୟର ସମ୍ମୁଖୀନ ହୋଇଛି। ଦିଲ୍ଲୀ ବିଧାନସଭା ନିର୍ବାଚନ ମଧ୍ୟ ମୁଣ୍ଡ ଉପରେ ରହିଛି। ଏହି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri