ସଂସ୍କୃତରେ ଶପଥ ନେଲେ ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର, ୧୭।୬(ବ୍ୟୁରୋ): ସୋମବାରଠାରୁ ଆରମ୍ଭ ହୋଇଛି ସପ୍ତଦଶ ଲୋକସଭାର ପ୍ରଥମ ଅଧିବେଶନ। ନୂଆ ସଦସ୍ୟଙ୍କୁ ଶପଥ ପାଠ କରାଉଛନ୍ତି ଅନ୍ତରୀଣ ବାଚସ୍ପତି ବୀରେନ୍ଦ୍ର କୁମାର। ପ୍ରଥମେ ଶପଥ ନେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପରେ ସଂସ୍କୃତ ଭାଷାରେ ଶପଥ ନେଇଛନ୍ତି ଏମ୍‌ପି ତଥା ମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ।

Share